Latest Odisha News

BREAKING NEWS

Browsing Tag

NewDelhi

ବିମାନରେ କ୍ରିଉ ମେମ୍ବରଙ୍କୁ ଦୁର୍ବ୍ୟବହାର କରି ୨ ଯାତ୍ରୀ ଗିରଫ

ନୂଆଦିଲ୍ଲୀ : ବିମାନରେ ମହିଳା କ୍ରିଉ ମେମ୍ବରଙ୍କୁ ଦୁର୍ବ୍ୟବହାର କରି ଗିରଫ ହେଲେ ଯାତ୍ରୀ । ଦିଲ୍ଲୀରୁ ହାଇଦ୍ରାବାଦ ଆସୁଥିବା ସ୍ପାଇସଜେଟରେ ମହିଳା କ୍ରିଉ ମେମ୍ବରଙ୍କୁ ଯାତ୍ରୀ ଜଣଙ୍କ ଦୁର୍ବ୍ୟବହାର ଦେଖାଇଥିଲେ । ସେହି ସମୟର ଏକ ଭିଡିଓ ବି ସୋସିଆଲ୍‌ ମିଡିଆରେ ଖୁବ୍  ଭାଇରାଲ୍‌ ହେବାରେ…

ଘୁଷୁରୀ ମୃତ୍ୟୁ ପାଇଁ ଚକ୍ରବ୍ୟୁହ ରଚୁଥିଲେ ନିଜେ ଫସିଲେ

ନୂଆଦିଲ୍ଲୀ:ଏକ ଘୁଷୁରିକୁ ମାରିବାକୁ ଯାଇ  ହଙ୍ଗକଙ୍ଗରେ ଜଣେ ୬୧ ବର୍ଷିୟ କଂସେଇଙ୍କର ମୃତ୍ୟୁ ଘଟିଛି । ଏହି ଖବରଟି ପୁଲିସ ସୂତ୍ରରୁ ସୂଚନା ପାଇଁ ‘ସିଏନ୍‌ଏନ୍‌’ ରିପୋର୍ଟ କରିଛି। ଚୀନ୍‌ର ମେନ୍‌ଲାଣ୍ଡ୍‌ ନିକଟବର୍ତ୍ତୀ ସୀମାନ୍ତ ଅଞ୍ଚଳ ଅନ୍ତର୍ଗତ ହଙ୍ଗକଙ୍ଗ ସହରର ଉତ୍ତରପାର୍ଶ୍ବ ଉପକଣ୍ଠରେ…

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଘରେ ୧୩ ଘଣ୍ଟା ରେଡ୍‌

ନୂଆଦିଲ୍ଲୀ : ବଢିଲା ଜୋ ବାଇଡେନଙ୍କ ଅଡ଼ୁଆ । ଆମେରିକାର ଫେଡେରାଲ ବ୍ୟୁରୋ ଅଫ ଇନ୍‌ଭେଷ୍ଟିଗେସନ  ରାଷ୍ଟ୍ରପତି ଜୋ ବାଇଡେନଙ୍କ ୱିଲମିଙ୍ଗଟନରେ ଥିବା ବାସଭବନ ଚଢାଉ କରିଛନ୍ତି । ୧୩ ଘଣ୍ଟା ଖୋଜାଖୋଜି କରିବା ପରେ ୬ଟି ଗୋପନୀୟ ତଥ୍ୟ ପାଇଛନ୍ତି ।  ଜୋ ବାଇଡେନ କିଛି ହାତ ଲେଖା ନୋଟ୍‌…

ଆନ୍ଦୋଳନରତ ରେସଲରଙ୍କୁ ଭେଟିଲେ ଅନୁରାଗ ଠାକୁର

ନୂଆଦିଲ୍ଲୀ: ଦେଶ ଲାଗି ଗର୍ବ ଆଣିଥିବା କୁସ୍ତିଯୋଦ୍ଧା ନ୍ୟାୟ ଲାଗି ଦିଲ୍ଲୀ ଜନ୍ତରମନ୍ତରରେ ଧାରଣା ଦେବା ପରେ ସାରା ଦେଶରେ ସୃଷ୍ଟି ହୋଇଛି ପ୍ରତିକ୍ରିୟା । ରେସଲରଙ୍କୁ ଭେଟିଛନ୍ତି ଅନୁରାଗ ଠାକୁର । ମି-ଠୁ ଅଭିଯୋଗ ଅତି ସାଂଘାତିକ ବୋଲି କହିଛନ୍ତି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ । ଇସ୍ତଫା…

ଶାହରୁଖ ଖାନ୍‌ ବିଶ୍ବର ୪ର୍ଥ ଧନୀ ଅଭିନେତା

ନୂଆଦିଲ୍ଲୀ : ବଲିଉଡ୍‌ର ଲୋକପ୍ରିୟ କଳାକାର ଶାହରୁଖ ଖାନ୍‌ ସବୁବେଳେ ଚର୍ଚ୍ଚାରେ ରହନ୍ତି । ଯାହାଦ୍ବାରା ତାଙ୍କର ୪ବର୍ଷ ହେବ କୌଣସି ଫିଲ୍ମ ରିଲିଜ୍‌ ହୋଇ ନ ଥିଲେବି  ତାଙ୍କ ଷ୍ଟାର୍‌ଡମ୍‌ ଉପରେ ଏହାର କୌଣସି ପ୍ରଭାବ ପଡ଼ିନାହିଁ। ହଲିଉଡ୍‌ ଷ୍ଟାର ଟମ୍‌ କ୍ରୁସ୍‌, ଜର୍ଜ କ୍ଲୁନି, ଜ୍ୟାକି…

ବେଷ୍ଟ୍‌ ଫରେନ୍‌ ଲାଙ୍ଗୁଏଜ୍‌ ଫିଲ୍ମ ଭାବେ କ୍ରିଟିକ୍ସ ଚଏସ୍ ଆୱାର୍ଡ ଜିତିଲା ’RRR’

ନୂଆଦିଲ୍ଲୀ:  ଏବେ ସାରା ବିଶ୍ବରେ ପ୍ରଶଂସା ସାଉଣ୍ଟୁଛି ଏସଏସ ରାଜମୌଲିଙ୍କ ଫିଲ୍ମ RRR । ଗ୍ଲୋଡେନ୍ ଗ୍ଲୋବ ଜିତିବା ପରେ ରାଜମୌଲିଙ୍କ ଫିଲ୍ମ RRR ବେଷ୍ଟ ଫରେନ୍ ଲାଙ୍ଗୁଏଜ୍ ଫିଲ୍ମ ଭାବେ କ୍ରିଟିକ୍ସ ଚଏସ୍ ଆୱାର୍ଡ ଜିତିଛି। ଏନେଇ କ୍ରିଟିକ୍ସ ଚଏସ୍ ଆୱାର୍ଡ ନିଜ ଅଫିସିଆଲ୍ ଟ୍ୱିଟର…

ପ୍ଲାଣ୍ଟିନମ ଜୁବଲି ପାଳୁଛି ଇଣ୍ଡିଆନ୍ ଆର୍ମୀ  

ନୂଆଦିଲ୍ଲୀ: ଭାରତୀୟ ସେନାର ୭୫ତମ ପ୍ରତିଷ୍ଠା ଦିବସ ଅବସରରେ ପ୍ଲାଣ୍ଟିନମ ଜୁବଲି ପାଳୁଛି ଇଣ୍ଡିଆନ୍ ଆର୍ମୀ । ଦେଶର ସୁରକ୍ଷା ଲାଗି ସଂଗ୍ରାମ କରିଥିବା ଯବାନଙ୍କ ତ୍ୟାଗ ଓ ଅବଦାନକୁ ସ୍ମରଣ କରି ପ୍ରତିବର୍ଷ ପାଳନ ହେଉଛି ଭାରତୀୟ ସେନା ଦିବସ । ୧୮୯୫ ମସିହା ଏପ୍ରିଲ ୧ ତାରିଖରେ…

ଚର୍ଚ୍ଚାରେ ମିସ୍ ୟୁନିଭର୍ସଙ୍କ ଗାଉନ୍

ନୂଆଦିଲ୍ଲୀ : ମିସ୍ ୟୁନିଭର୍ସ ଥାଇଲ୍ୟାଣ୍ଡ -୨୦୨୨ ଆନା ସୁଏଙ୍ଗମ୍-ଇୟାମ ଏବେ ଚର୍ଚ୍ଚାରେ । ସୋଡା ଡ୍ରାଫ୍ଟ କ୍ୟାନ ପୁଲ ଟ୍ୟାବରେ ନିର୍ମିତ ଏକ ଚମତ୍କାର ଗାଉନ୍ ପିନ୍ଧି ଚର୍ଚ୍ଚାରେ ରହିଛନ୍ତି ଏନା । ଏହି ‌ଗାଉନ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଜାନୁଆରୀ ୧୨ ତାରିଖ ରାତିରେ…

ଟ୍ରାଫିକ୍ ଜାମ୍‌ ହେବାରୁ ଗାଡ଼ି ଉପରେ ବସି ମଦ ପିଇଲେ…

ନୂଆଦିଲ୍ଲୀ : ସମସ୍ତେ ଜାଣନ୍ତି ଟ୍ରାଫିକ୍‌ ସମସ୍ୟା ଅନେକ ସମୟରେ ଦେଖାଦେଇଥାଏ  । ଟ୍ରାଫିକ୍‌ରେ ଥରେ ଫସିଲେ, ସେଥିରୁ ମୁକୁଳିବା ମୁସ୍କିଲ । ଟ୍ରାଫିକ୍‌ କେତେବେଳେ ୧୦ ମିନିଟ୍‌ରେ ଛାଡ଼େ ତ କେତେବେଳେ ଘଣ୍ଟାଏ ଦୁଇ ଘଣ୍ଟା ବି ଲାଗେ । ଏହାର କିଛି ଠିକ୍‌ ଠିକଣା ନଥାଏ । ତେବେ ସେହି…

ଡାଇବେଟିସ୍ଠୁ ଦୁରେଇ ରହିବାର ସହଜ ଉପାୟ

ନୂଆଦିଲ୍ଲୀ: ଡାଇବେଟିସ୍‌ ହେବା ଆଜିକାଲି ଏକ ସାଧାରଣ କଥା ହୋଇଗଲାଣି। ଏହି ରୋଗ ହେବା ଆରମ୍ଭରୁ ଶରୀରରେ ବିଭିନ୍ନ ସମସ୍ୟା ମଧ୍ୟ ଦେଖା ଦେଇଥାଏ । ମୁଖ୍ୟତଃ ରୋଗୀଙ୍କର ଆଖିରେ ଅଧିକ ସମସ୍ୟା ଦେଖା ଦେଇଥାଏ। ଏବଂ ଅଧିକ ମାତ୍ରାରେ ଡାଇବେଟିସ୍‌ ଥିବା ଲୋକଙ୍କ ଦୃଷ୍ଟିଶକ୍ତି ଶୀଘ୍ର ଦୁର୍ବଳ…