ଆଜିଠୁ ଛୋଟ ପରଦାକୁ ଆସିବେ କମେଡି କିଙ୍ଗ୍ କପିଲ ଶର୍ମା !
ମୁମ୍ବାଇ: ପୁଣିଥରେ ହସିବେ ଭାରତବାସୀ । କରୋନାକୁ ଆଡେଇ ସମସ୍ତଙ୍କୁ ହସାଇବେ କମେଡି କିଙ୍ଗ୍ କପିଲ୍ ଶର୍ମା । ବହୁଦିନର ବ୍ୟବଧାନ ପରେ ସାମାଜିକ ଦୂରତ୍ୱ ମାନି ଦ କପିଲ ଶର୍ମା ସୋର ସୁଟିଂ ଆରମ୍ଭ ହୋଇଥିଲା । ତେବେ ଆଜିଠୁ ଏହି ଲୋକପ୍ରିୟ କମେଡି ସୋ’ ର ନୂଆ ଏପିସୋଡ୍ ପ୍ରସାରଣ ହେବ ।…