ଆସ୍ଥାଭୋଟ ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି କଲେ ଦେବେନ୍ଦ୍ର ଫଡନାବୀସ
ଓଡ଼ିଶା ସମ୍ବାଦ ବ୍ୟୁରୋ: ମହାରାଷ୍ଟ୍ରରେ ଆସ୍ଥାଭୋଟ ପାଇଁ ଦାବି କରିଛନ୍ତି ଫଡନାବୀସ । ବିଜେପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ରାଜ୍ୟପାଳ ଭଗତ ସିଂ ଖୋସିୟାରିଙ୍କୁ ଭେଟି ବିଧାସଭାରେ ଆସ୍ଥାଭୋଟ ପାଇଁ ଦାବି କରିଛନ୍ତି । ଫଡନାବୀସଙ୍କ ସହିତ କିଛି ସ୍ବାଧୀନ…