Latest Odisha News

BREAKING NEWS

Browsing Tag

news

ଅଗ୍ନୀପଥ ପ୍ରତ୍ୟାହାର ଦାଵିରେ ଏଆଇଏସ୍ଏଫ୍ ପକ୍ଷରୁ ଵିକ୍ଷୋଭ

ଭୁଵନେଶ୍ଵର: ସେନାରେ ୪ଵର୍ଷିଆ ଚୁକ୍ତି ଭିତ୍ତିକ ଠିକା ନିଯୁକ୍ତି ପାଇଁ ପ୍ରଣୟନ ହୋଇଥିଵା ଅଗ୍ନୀପଥ ଯୋଜନା ପ୍ରତ୍ଯାହାର ଦାଵିରେ ଅଖିଳ ଭାରତ ଛାତ୍ର ସଂଘ ,ଏଆଇଏସ୍ଏଫ୍ ପକ୍ଷରୁ ଓଡିଶା ଵିଧାନ ସଭା ସମ୍ମୁଖରେ ଵିକ୍ଷୋଭ ପ୍ରଦର୍ଶନ ସହ କୁଶ ପୁତ୍ତଳିକା ଦାହ କରାଯାଇଛି।୨୦୧୯ ପରଠାରୁ ସେନାରେ…

ଆଜମଗଡ଼ରେ ପୁଣି ଯୋଗୀ ଅଖିଳେଶ ଲଢ଼େଇ

ଲକ୍ଷ୍ନୈା: ଉତ୍ତରପ୍ରଦେଶର ସବୁଠୁ ହଟ୍ ସିଟ୍ ଆଜମଗଡ଼ରେ ଆସନ୍ତା ସପ୍ତାହରେ ହେବ ନିର୍ବାଚନ ।  ଆଜମଗଡରେ ହେବାକୁ ଥିବା ଲୋକସଭା ଉପ-ନିର୍ବାଚନରେ ଏସପି ଏବଂ ବିଜେପି ମଧ୍ୟରେ ଚାଲିଛି ଜୋରଦାର ଲଢ଼େଇ । ଅଖିଳେଶ ଯାଦବଙ୍କ ଇସ୍ତଫା ପରେ ଖାଲିଥିବା ଏହି ଆସନରେ ଯୋଗୀଙ୍କ ପ୍ରାର୍ଥୀ ଜିତିବ ନା…

ଗୁଜରାଟ ଗୌରବ ଅଭିଯାନ: ୨୧ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦଘାଟନ

ଅହମଦାବାଦ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି  ଭଦୋଦରା ଠାରେ ଗୁଜରାଟ ଗୌରବ ଅଭିଯାନରେ ଯୋଗ ଦେଇଛନ୍ତି । ସେ ୨୧ ହଜାର କୋଟି ଟଙ୍କା ବ୍ୟୟରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । କାର୍ଯ୍ୟକ୍ରମର ୨୧ ହଜାର କୋଟି ଟଙ୍କାର ପ୍ରକଳ୍ପ ସମ୍ପର୍କରେ ସୂଚନା ଦେଇ…

500 ବର୍ଷ ପରେ କାଳୀକା ମାତାଙ୍କ ମନ୍ଦିରର ଧ୍ବଜା ଉଡ଼ାଇଲେ ପ୍ରଧାନମନ୍ତ୍ରୀ

ଆଜି ଗୁଜରାଟରେ ପ୍ରଧାନମନ୍ତ୍ରୀ ପାଭଗଡ ପାହାଡରେ  କାଳୀକା ମାତାଙ୍କ ନୂଆ ମନ୍ଦିରର ଉଦଘାଟନ କରିଛନ୍ତି । ମା କାଳୀଙ୍କ ଏହା ଥିଲା ପୁରାତନ ମନ୍ଦିର  ।  ମନ୍ଦିରର ପୁନଃ ବିକାଶ ଅତି ସୁନ୍ଦର ଦେଖାଯାଉଛି ।  ଏଥି ମଧ୍ୟରେ ମନ୍ଦିର ‘ପରିସର' ତିନି ସ୍ତରରେ ସମ୍ପ୍ରସାରଣ, ଷ୍ଟ୍ରିଟ୍ ଲାଇଟ୍‌,…

ଆପଣ ହୋଇପାରିବେ ପ୍ରଥମ ବ୍ୟାଚ୍ ଅଗ୍ନିବୀର

ନୂଆଦିଲ୍ଲୀ: ଏବେ ଅଗ୍ନିବୀରଙ୍କୁ ନେଇ ସାରା ଦେଶରେ ଜୋରଦାର ଆଲୋଚନା ଚାଲିଛି । ତେବେ ଆପଣ ଯଦି ଅଗ୍ନିବୀର ହୋଇ ନିଜର ଶାରୀରିକ, ମାନସିକ, ବୈାଦ୍ଧିକ ବିକାଶ ସହ ଦେଶସେବା କରିବାକୁ ଚାହୁଁଛନ୍ତି ତେବେ ଡେରି କାହିଁକି? । ଅଗ୍ନିବୀର ପାଇଁ କସରତ ଆରମ୍ଭ କରିଦିଅନ୍ତୁ କାରଣ ଆସନ୍ତା 24…

ଆଇଏସ ଆତଙ୍କବାଦୀଙ୍କୁ ହେଲିକପ୍ଟରରେ ଆସି ଉଡାଇନେଲା ଆମେରିକା ସେନା

ଫିଲ୍ମ ଷ୍ଟାଇଲରେ ଆଇଏସ ଆତଙ୍କବାଦୀକୁ ଟେକି ନେଇଗଲା ଆମେରିକା ସେନା । ଆମେରିକାକୁ ଧମକ ଦେଉଥିବା ଏକ ଆତଙ୍କବାଦୀକୁ ସିରିଆରୁ ତାର ଘରେ ପଶି ଆମେରିକାର ସୁରକ୍ଷାକର୍ମୀ ତାକୁ ଉଠାଇନେଇଥିବା ଖବର ଏବେ ଚର୍ଚା ହେଉଛି । ଦୁଇଟି ସାମରିକ ହେଲିକପ୍ଟର ସିରିଆର ଅଲ-ହୁମାଇରାରେ ଅବତରଣ କରିବା ପରେ…

ଝିମ ଝିମ୍ ବରଷାରେ ଭିଜିଲା ଓଡ଼ିଶା

ଭୁବନେଶ୍ବର: ଗରମରୁ ତ୍ରାହି ମିଳିଛି । ଝିମି ଝିମ୍ ବରଷାରେ ଭିଜିଛି ଓଡ଼ିଶା । ଅନେଜ ଜିଲ୍ଲାରେ ଟୁପ ଟୁପ ବରଷା ବର୍ଷୁଚି । ବିଶେଷ କରି ଗରମରୁ ତ୍ରାହି ମିଳିଛି । ଅସହ୍ୟ ତାତିରେ ସିଝୁଥିବା ଓଡ଼ିଶାରେ ବର୍ଷା ପାଇଁ ଟିକେ ତାପମାତ୍ରା କମିଛି ।…

ବିଜୟ ଅମ୍ବୃତା ହେଲେ ଭୁବନେଶ୍ବର କମିଶନର

ଭୁବନେଶ୍ବର: ଆଇଏସ ସ୍ତରରେ ବଡ଼ ଧରଣର ଅଦଳ ବଦଳ ହୋଇଛି ।  ବିଜୟ ଅମୃତା କୁଲାଙ୍ଗେ ହେଲେ  ଭୁବନେଶ୍ୱର କମିଶନର, କଟକ କମିଶନର ହେଲେ ନିଖିଲ ପବନ କଲ୍ୟାଣ  । ଜେ. ସୋନାଲ ହେଲେ ବ୍ରହ୍ମପୁର ମହାନଗର କମିଶନର । ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସମେତ ଭୁବନେଶ୍ୱର,କଟକ ଓ ବ୍ରହ୍ମପୁର ମହାନଗର ନିଗମର…

ବୁଲଡୋଜର ଉପରେ ରୋକ ଲଗାଇବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ବୁଲଡୋଜର ଉପରେ ପ୍ରତିବନ୍ଧକ ଲଗାଇବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି । କିନ୍ତୁ ନିୟମ ପାଳନ କରାଯିବା ଆବଶ୍ୟକ ବୋଲି କହିଛନ୍ତି । ଜଷ୍ଟିସ୍ ଏସ୍ ବୋପାନ୍ନା ଏବଂ ଜଷ୍ଟିସ୍ ବିକ୍ରମ ନାଥଙ୍କ ଏକ ବେଞ୍ଚ ଏହି ନିର୍ଦେଶ ଦେଇଛନ୍ତି । ଜାମିଆତଙ୍କ ଆବେଦନ ଶୁଣାଣି କରି ଏହା…

ମୈାସୁମୀ ଛୁଇଁଲା ଓଡ଼ିଶା

ଭୁବନେଶ୍ବର:  ମୈାସୁମୀ ଛୁଇଁଛି ଓଡ଼ିଶା । ଏବେ ଅନେକ ସ୍ଥାନରେ  ବର୍ଷା ହେଉଛି ।   ପ୍ରଥମେ ଦକ୍ଷିଣ ଓଡ଼ିଶା ଛୁଇଁଛି । ଆଇଏମଡି ପୂର୍ବାନୁମାନ ଅନୁସାରେ ଆସନ୍ତା ୫ ଦିନ ଓଡ଼ିଶାରେ ବର୍ଷା ବଢ଼ିବ । ଦକ୍ଷିଣ ପଶ୍ଚିମ ମୈାସୁମୀ ଦକ୍ଷିଣ ଓଡିଶାର କିଛି ଅଂଶରେ ପହଞ୍ଚିଛି ବୋଲି ଭାରତ ପାଣିପାଗ ବିଭାଗ…