Latest Odisha News

BREAKING NEWS

Browsing Tag

news

ରାହୁଲ ଗାନ୍ଧୀଙ୍କୁ ଇଡିର ଡାକରା ରାଜନୈତିକ ଆକ୍ରୋଶର କାରଣ : କଂଗ୍ରେସ

ଭୁବନେଶ୍ୱର : ପ୍ରବର୍ତନ ନିର୍ଦ୍ଦେଶାଳୟ ଜାତୀୟ କଂଗ୍ରେସର ପୂର୍ବତନ ସଭାପତି ଶ୍ରୀଯୁକ୍ତ ରାହୁଲ ଗାନ୍ଧୀଙ୍କୁ ନେସନାଲ ହେରାଲର୍ଡ ଖବରକାଗଜକୁ ନେଇ ଯେଉଁ ମନିଲେଣ୍ଡରିଂର କେସ କରାଯାଇଛି ତାହା ସଂପୂର୍ଣ୍ଣଭାବେ ଅମୁଳକ ଏବଂ ଏଥିରେ ତିଳେମାତ୍ର ସତ୍ୟତା ନଥାଇ ଏହି ଘଟଣାକୁ ଭାରତୀୟ ଜନତାପାର୍ଟି…

 “ଷ୍ଟାର୍ଟଅପ୍‌ସ ଫର ରେଲୱେଜ” ଆରମ୍ଭ

ନୂଆଦିଲ୍ଲୀ: ଜାତୀୟ ପରିବହନକାରୀ ଭାରତୀୟ ରେଳବାଇ ନବସୃଜନ (ଇନୋଭେସନ) କ୍ଷେତ୍ରରେ ଷ୍ଟାର୍ଟଅପ ଓ ଅନ୍ୟାନ୍ୟ ସଂସ୍ଥାମାନଙ୍କର ସହଯୋଗ ପାଇବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛି । ରେଳ, ଯୋଗାଯୋଗ, ଇଲେକଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି…

ଚାଲିଲା ଯୋଗୀଙ୍କ ବୁଲଡୋଜର: 227 ଗିରଫ

ଲକ୍ଷ୍ନୈା: ୟୁପିରେ ହିଂସାକୁ ପ୍ରଶୟ ଦିଆଯିବ ନାହିଁ । ଯିଏ ହିଂସା କରିବ ତାକୁ କଠୋର ଦଣ୍ଡ ଦିଆଯିବ ଏହା ହେଉଛି ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଶକ୍ତ ବାର୍ତ୍ତା । ଆଉ ଏହି କ୍ରମରେ ଯେଉଁମାନେ ନିଲମ୍ବିତ ବିଜେପି କାର୍ଯ୍ୟକର୍ତ୍ତା ନୁପୁର ଶର୍ମାଙ୍କ ବିବାଦୀୟ ମନ୍ତବ୍ୟ ବିରୋଧରେ…

କଂଗ୍ରେସ ସଭାପତିଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟ କଂଗ୍ରେସ ଗଣମାଧ୍ୟମ ପ୍ରକୋଷ୍ଠ

ଭୁବନେଶ୍ୱର : ପ୍ରଦେଶ କଂଗ୍ରେସ ଗଣମାଧ୍ୟମ ବିଭାଗର ଅଧ୍ୟକ୍ଷ  ଗଣେଶ୍ୱର ବେହେରା, ମୁଖପାତ୍ର ତଥା ବିଧାୟକ  ତାରାପ୍ରସାଦ ବାହିନୀପତି ଏବଂ ମୁଖପାତ୍ର ତଥା ସେବାଦଳର ଅଧ୍ୟକ୍ଷ ଡ. ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର ଓ ଅନ୍ୟମୁଖପାତ୍ର ମାନେ  ନୂତନ ପ୍ରଦେଶ କଂଗ୍ରେସ ସଭାପତି  ଶରତ ପଟ୍ଟନାୟକଙ୍କୁ…

ମମତା ଲେଖିଲେ ଚିଠି: 22 ଜଣିଆ ଟିମକୁ ନେଇ 2022 ରେ ଖେଳ କରିବାକୁ ଚାହୁଁଛନ୍ତି ଦିଦି !

କୋଲକତା: ରାଜ୍ୟ ନିର୍ବାଚନରେ ଖେଳ କରି ବିଜେପିକୁ ହରାଇଥିବା ଦିଦି ମମତା ପୁଣି ଜାତୀୟ ରାଜନୀତିରେ ଖେଳ କରିବାକୁ ଚାହିଁଲେଣି । ସିଧା ରାଜନୀତିରେ ମୋଦିଙ୍କ ଟକ୍କର ଦେବା ଅପେକ୍ଷା ପୁଣି ସେ ପ୍ଲାନିଂ କରି ଖେଳ କରିବାକୁ ଚାହୁଁଛନ୍ତି । ଜାତୀୟ ରାଜନୀତିର ଦୃଶ୍ୟପଟରେ ମମତା ଚାହୁଁଛନ୍ତି…

ସମବାୟ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯାଉ: ବିଜେପି

ଭୁବନେଶ୍ୱର : ଚଳିତ ସମବାୟ ନିର୍ବାଚନରେ ପ୍ରାଥମିକ ସ୍ତରରେ ହେଉଥିବା ଲ୍ୟାମ୍ପ୍ସ ଓ ପ୍ୟାକ୍ସ ନିର୍ବାଚନରେ ଶାସକ ବିଜେଡି ସରକାରୀ କର୍ମଚାରୀଙ୍କ ସହାୟତାରେ ନିର୍ବାଚନକୁ ସଂପୂର୍ଣ୍ଣ ଭାବେ ପ୍ରଭାବିତ କରିବା ସହିତ ଚାଷୀମାନଙ୍କୁ ଧୋକା ଦେଉଛି । ଅନେକ ପ୍ରାଥମିକ ସମବାୟ ସମିତିରେ ଶାସକ ଦଳକୁ…

‘ବିଭ୍ରାନ୍ତିକର ବିଜ୍ଞାପନ ଓ ପ୍ରଚାର ନିରାକରଣ ମାର୍ଗଦର୍ଶିକା, ୨୦୨୨’ ଜାରି କଲେ କେନ୍ଦ୍ର ସରକାର

ନୂଆଦିଲ୍ଳୀ: କେନ୍ଦ୍ର ସରକାରଙ୍କ ଉପଭୋକ୍ତା ବ୍ୟାପାର ବିଭାଗ ଅଧୀନ କେନ୍ଦ୍ର ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (ସିସିପିଏ) ପକ୍ଷରୁ ‘ବିଭ୍ରାନ୍ତିକର ବିଜ୍ଞାପନ ପାଇଁ ଭ୍ରମାତ୍ମକ ବିଜ୍ଞାପନ ଓ ପ୍ରଚାର ନିରାକରଣ ମାର୍ଗଦର୍ଶିକା, ୨୦୨୨’ର ବିଜ୍ଞପ୍ତି ଜାରି କରାଯାଇଛି । ଭ୍ରମାତ୍ମକ ବିଜ୍ଞାପନ…

ବାଦାମ ଚାଷୀଙ୍କୁ ଲୁଟିଲେ ଦଲାଲ: ଚାଷୀ ଫସଲ ବିକିଲେ ମିଳିପାରୁନି ଟଙ୍କା

ମାଲକାନଗିରି: ବାଦାମ ଚାଷୀଙ୍କୁ ଠକିଦେଲେ ଦଲାଲ । ବାଦାମ କିଣିନେଲେ କିନ୍ତୁ ଟଙ୍କା ଦେଲେନି । ଗରିବ ଚାଷୀ ବାରମ୍ବାର କହିବା ପରେ ଟଙ୍କା ନପାଇବାରୁ ଏବେ କଣ କରିବେ ମୁଣ୍ଡରେ ହାତ ମାରି ବସିଛନ୍ତି । ମାଲକାନଗିରି ଜିଲ୍ଲା କରୁକୋଣ୍ଡା ବ୍ଲକ ଏମ ଭି 31 ଓ 32 ନମ୍ବର ଗ୍ରାମରୁ ଏଭଳି ଅଭିଯୋଗ…

ଭାରତୀୟ ମହାକାଶ କ୍ଷେତ୍ର ଆମେରିକା ଚୀନକୁ ଦେବ ଟକ୍ମର!

ନୂଆଦିଲ୍ଲୀ: ମହାକାଶ କ୍ଷେତ୍ରରେ ଦ୍ରୁତ ବିକାଶ ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଭାରତ ସରକାରଙ୍କ ଠାରୁ ୧୦ଟି ଇନ-ଅର୍ବିଟ୍‌ ସଞ୍ଚାର ଉପଗ୍ରହ ଏନଏସଆଇଏଲ କୁ ହସ୍ତାନ୍ତର…

ଏଆଇଏମ୍‌ଆଇଏମ୍‌ ବିଧାୟକଙ୍କ ପୁଅ ଆଉ ପୁତୁରା ଗଣଦୁଷ୍କର୍ମ  ଅଭିଯୋଗରେ ଗିରଫ

ହାଇଦ୍ରାବାଦ:  ହାଇଦ୍ରାବାଦର ଜୁବିଲି ହିଲ୍‌ସ୍‌ରେ  ନାବାଳିକାଙ୍କ ସହିତ ହୋଇଥିବା ଗଣଦୁଷ୍କର୍ମ ଅଭିଯୋଗରେ ‘ଅଲ୍‌ ଇଣ୍ଡିଆ ମଜିଲି-ଇ-ଇତ୍ତେହାଦୁଲ୍‌ ମୁସ୍‌ଲିମ୍‌’ର (ଏଆଇଏମ୍‌ଆଇଏମ୍‌) ବିଧାୟକଙ୍କ ନାବାଳକ ପୁଅ ଏବଂ ପୁତୁରାଙ୍କୁ ଗିରଫ କରିଛି ପୋଲିସ । ମାମଲାରେ ସଂପୃକ୍ତ ୬ଜଣ…