Latest Odisha News

BREAKING NEWS

Browsing Tag

news

ଷ୍ଟାର୍ଟଅପ୍ ଓଡ଼ିଶା ଯାତ୍ରା ୨.୦ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ  ଷ୍ଟାର୍ଟଅପ୍ ଓଡିଶା ଯାତ୍ରା 2.0 ଆରମ୍ଭ କରିଛନ୍ତି। ଏହି ଯାତ୍ରା 60 ଦିନ ମଧ୍ୟରେ 30 ଟି ଜିଲ୍ଲାର 100 ରୁ ଅଧିକ ଶିକ୍ଷାନୁଷ୍ଠାନକୁ ଅନ୍ତର୍ଭୁକ୍ତ କରିବ।  ତୃଣମୂଳ ସ୍ତରର ଯୁବଗୋଷ୍ଠୀଙ୍କ ମଧ୍ୟରେ ଔଦ୍ୟୋଗିକ ଚେତନା ଆଣିବା ପାଇଁ…

କିଡନୀ ଚିକିତ୍ସା ପାଇଁ ଜୟପୁରରୁ କଟକ ଏସ୍‌ସିବି ସ୍ଥାନାନ୍ତର ହେଲେ ପଦ୍ମଶ୍ରୀ କମଳା ପୂଜାରୀ

ଓଡ଼ିଶା ସମ୍ବାଦ ବ୍ୟୁରୋ: କିଡନୀଜନିତ ସମସ୍ୟାକୁ ନେଇ ଜୟପୁରରୁ କଟକ ଏସ୍‌ସିବି ସ୍ଥାନାନ୍ତର ହୋଇଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ ।  ପ୍ରଥମେ କାଜୁଆଲିଟି ଓ ପରେ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି ।  କମଳା ପୂଜାରୀଙ୍କ ଚିକିତ୍ସା ପାଇଁ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ମଧ୍ୟ ଗଠନ କରାଯାଇଛି । …

ମଝିଘରିଆଣୀ ମନ୍ଦିର ହୁଣ୍ଡି ରୁ ବାହାରିଲା ୧ କୋଟି ୧ ଲକ୍ଷ ୨୩ ହଜାର ଟଙ୍କା

ରାୟଗଡ଼ା: ରାୟଗଡାର ଅଧିଷ୍ଠାତ୍ରୀ ଦେବୀ ମା ମଝିଘରିଆଣି ମନ୍ଦିର ହୁଣ୍ଡି ଦୀର୍ଘ ପାଞ୍ଚ ମାସ ପରେ   ଖୋଲାଯାଇଛି।  ଗଣତି ପରେ ହୁଣ୍ଡିରୁ ବାହାରିଛି ୧ କୋଟି ୧ ଲକ୍ଷ ୨୩ ହଜାର ଟଙ୍କା। ପୁଳା ପୁଳା ଟଙ୍କା ସହ ୧୦୪ ଗ୍ରାମ ସୁନା, ୨୬୭୦ ଗ୍ରାମ ଓଜନର ରୂପା ଅଳଙ୍କାର ଏବଂ ବିଦେଶୀ ମୁଦ୍ରାରେ…

ପାରିବାରିକ କଳହକୁ ନେଇ ଥାନା ଆଗରେ ବିଷ ପିଇଦେଲେ ମହିଳା

ବ୍ରହ୍ମପୁର: ଗଞ୍ଜାମ ଜିଲା ଛତ୍ରପୁର ଥାନା ସମ୍ମୁଖରେ ପାରିବାରିକ କଳହକୁ ନେଇ ମଙ୍ଗଳବାର ସନ୍ଧ୍ୟାରେ ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଲେ ଛତ୍ରପୁର ମହାବୀର ନଗରର ଏମ. ମୁନା ପାତ୍ରଙ୍କ ସ୍ତ୍ରୀ ଏମ.ଝିଲି ପାତ୍ର। ତାଙ୍କୁ ଗୁରୁତର ଅବସ୍ଥାରେ ଛତ୍ରପୁର ଥାନା…

ଶ୍ରୀମନ୍ଦିରରେ ଆଜି ପ୍ରଳମ୍ବାସୁରବଧ ବେଶ

ପୁରୀ:ଆଜି ଭାଦ୍ରବ କୃଷ୍ଣ ପକ୍ଷ ଦ୍ୱାଦଶୀ ତିଥି । ଆଜିର ଦିନରେ ଶ୍ରୀମନ୍ଦିରରେ  ଶ୍ରୀବଳଭଦ୍ରଦେବଙ୍କର ପ୍ରଳମ୍ବାସୁରବଧ ବେଶ ଅନୁଷ୍ଠିତ ହୋଇଥାଏ ।  ଶ୍ରୀଜୀଉମାନଙ୍କ ମଧ୍ୟାହ୍ନ ଧୂପ ସମାପ୍ତି ପରେ ଏହି ବେଶ ହୋଇଥାଏ । ଆଜି ଶ୍ରୀଜଗନ୍ନାଥ ଓ ସୁଭଦ୍ରା ସାଧାରଣ ବେଶରେ ବିରାଜମାନ କରିଥାନ୍ତି ।  …

‘ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ହୁଅନ୍ତୁ ଚାହାଁନ୍ତି ଦଳୀୟ କର୍ମୀ’

ନୂଆଦିଲ୍ଲୀ: ଆସନ୍ତା ମାସରେ କଂଗ୍ରେସର ନୂଆ ଅଧ୍ୟକ୍ଷ ଚୟନ ହେବ ।  କଂଗ୍ରେସର ଗୋଟିଏ ଗୋଷ୍ଠୀ ରାହୁଲ ଗାନ୍ଧୀଙ୍କୁ ପୁଣି ଥରେ ଦଳର ଅଧ୍ୟକ୍ଷ କରିବାକୁ ଲବି କରୁଛନ୍ତି । ଏହି ଗୋଷ୍ଠୀର ନେତୃତ୍ୱ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ନେଉଛନ୍ତି । ସେ କହିଛନ୍ତି ‘ରାହୁଲ ଗାନ୍ଧୀ ଅଧ୍ୟକ୍ଷ…

ଏଥର ଦୁର୍ଗା ପୂଜା ପାଇଁ ମମତା ବଢ଼ାଇଲେ ଅନୁଦାନ, ମିଳିବ ୬୦ ହଜାର ଟଙ୍କା

କୋଲକତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦୁର୍ଗା ପୂଜା ଭେଟି। ଚଳିତ ବର୍ଷ ଦୁର୍ଗା ପୂଜା ପାଇଁ ପ୍ରତି ମଣ୍ଡପକୁ ୬୦ ହଜାର ଟଙ୍କା ଅନୁଦାନ ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଦୁର୍ଗା ପୂଜା ଆୟୋଜକଙ୍କ ପାଇଁ ସେ ଏହି ଘୋଷଣା କରିଛନ୍ତି।…

ବନ୍ୟା ପ୍ରଭାବରେ ବାଲେଶ୍ୱର ଜିଲ୍ଲା, ଉତ୍ତର ଓଡିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର :  ରାଜ୍ୟର ବନ୍ୟାସ୍ଥିତି ସମ୍ପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ପ୍ରଦୀପ ଜେନା କହିଲେ ଯେ, ଲଘୁଚାପ ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହୋଇଛି । ଝାଡଖଣ୍ଡର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଗାଲୁଡିହ…

ବନ୍ୟା ପରିଚାଳନାରେ ରାଜ୍ୟ ସରକାର ସଂପୂର୍ଣ୍ଣ ବିଫଳ: ବିଜେପି

ଭୁବନେଶ୍ୱର : ଚାରି ଦିନପରେ ବି ବନ୍ୟା ପରିଚାଳନା, ବନ୍ୟା ନିୟନ୍ତ୍ରଣ, ବନ୍ୟା ପ୍ରପିଡୀତଙ୍କୁ ସାହାଯ୍ୟ କରିବାରେ ରାଜ୍ୟ ସରକାର  ଅସମର୍ଥ ହୋଇଥିବାରୁ ବିଜେପି  ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ଜଳବନ୍ଦୀ ହୋଇ ରହିଥିବା ଅଧିକାଂଶ ଜାଗାରେ ପ୍ରଶାସନ ପକ୍ଷରୁ ସରକାରୀ ସହାୟତା ସାତସପନ…

ପେଟେଣ୍ଟ ମେଡିସିନ ପରେ କ୍ଷମା ମାଗିଲେ କି ବାବୁସାନ ?

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଗଳ୍ପ ପେଟେଣ୍ଟ ମେଡିସିନ(1913)ରେ  ଶହେ ବର୍ଷ ତଳେ କିପରି ସ୍ତ୍ରୀମାନେ ପରିବାର ସଜାଡିବାକୁ ଝାଡୁ ବ୍ୟବହାର  କରୁଥିଲେ ତାହା ବର୍ଣ୍ଣନା ହୋଇଛି । ବ୍ୟାସକବି ଫକୀର ମୋହନ ସେନାପତି ତାଙ୍କ ଗଳ୍ପ ଆରମ୍ଭରେ ଲେଖିଥିଲେ- ସାଆନ୍ତାଣୀଙ୍କର ଟାଣୁଆ ହୁକୁମ ଜାରି, ରାତି ତ…