Latest Odisha News

BREAKING NEWS

Browsing Tag

news

ଅଙ୍ଗଦାନ କରିଥିବା ଦୁଇ ଜଣଙ୍କ ପରିବାରକୁ ‘ସୁରଜ’ ପୁରସ୍କାର

ବ୍ରହ୍ମପୁର:ଅଙ୍ଗଦାନ ପ୍ରତି ଆଗ୍ରହ ସୃଷ୍ଟି କରିବା ଲକ୍ଷ୍ୟରେ ପ୍ରତି ବର୍ଷ ଅଗଷ୍ଟ ୧୩ ତାରିଖକୁ ବିଶ୍ବ ଅଙ୍ଗଦାନ ଦିବସ ଭାବେ ପାଳନ କରାଯାଇଥାଏ। ଗଞ୍ଜାମ ଜିଲାରେ ଅଙ୍ଗଦାନକୁ ପ୍ରୋତ୍ସାହନ ପାଇଁ ‘ସୁରଜ’ ପୁରସ୍କାର ପ୍ରଦାନ କରାଯାଏ । ଶନିବାର ଜିଲାପାଳଙ୍କ କାର୍ଯ୍ୟାଳୟର ଓସ୍ବାନ ହଲ୍ ଠାରେ…

ନୀତିଶ କୁମାରଙ୍କ ସ୍ବପ୍ନ ବାସ୍ତବ ହେବ କି?

୨୨ ବର୍ଷ ମଧ୍ୟରେ ଅଷ୍ଟମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନୀତିଶ କୁମାର ।  ତେବେ ଏତେ ଥର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଧାନମନ୍ତ୍ରୀ ହେବାକୁ କାହାର ବା ଇଚ୍ଛା ହେବ ନାହିଁ । ନୀତିଶଙ୍କର ମଧ୍ୟ ପୂର୍ବରୁ ଏହା ସ୍ପଷ୍ଟ କରିସାରିଛନ୍ତି । ୨୦୦୦ ମସିହାରୁ ମୁଖ୍ୟମନ୍ତ୍ରୀ ଭାବେ…

ଓଡ଼ିଶା ବିଜେପି ପ୍ରଭାରୀ ହେଲେ ସୁନୀଲ ବଂସଲ

ଭୁବନେଶ୍ବର: ବଦଳିଛନ୍ତି ଓଡ଼ିଶା ପାଇଁ ରାଜ୍ୟ ବିଜେପି ପ୍ରଭାରୀ । ନୂଆ ଦାୟିତ୍ବ ତୁଲାଇବେ ସୁନୀଲ ବଂଶଲ ।  ସୁନୀଲ ବଂଶଲ ହୋଇଛନ୍ତି ରାଜ୍ୟ ବିଜେପି ପ୍ରଭାରୀ । ତେଲେଙ୍ଗାନା, ପଶ୍ଚିମବଙ୍ଗ ସହ ଓଡିଶା ଦାୟିତ୍ୱ ମଧ୍ୟ ସମ୍ଭାଳିବେ ସୁନୀଲ ବଂଶଲ । କେନ୍ଦ୍ର ଗୃହମନ୍ତ୍ରୀଙ୍କ ଓଡ଼ିଶା ଗସ୍ତର…

ଲେଖକ ଗଣେଶ୍ବର ମିଶ୍ରଙ୍କ ସ୍ମାରକୀ ବକ୍ତୃତା : ଓଡ଼ିଆ ସିନେମାରୁ ଅପସରି ଗଲାଣି ସାହିତ୍ୟ କହିଲେ ସୂର୍ଯ୍ୟ ଦେଓ

ଭୁବନେଶ୍ବର: ଓଡ଼ିଆ ସାହିତ୍ୟର ବିଶିଷ୍ଟ କଥାକାର, କବି ତଥା ଲେଖକ ଗଣେଶ୍ବର ମିଶ୍ରଙ୍କ ସପ୍ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ସ୍ଥାନୀୟ ଗୀତଗୋବିନ୍ଦ ସଦନରେ  ଏକ ସ୍ମୃତିସଭା ଗୀ ମଙ୍ଗଳବାର ଦିନ ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ପ୍ରଦାନ କରି ବରିଷ୍ଠ…

କଟକ ଠାରେ ‘ପ୍ରଜାତନ୍ତ୍ର ଅମୃତ ଉତ୍ସବ’ର ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

କଟକ: ଓଡ଼ିଶାରେ ଏବେ ଆଚ୍ଛା ଦିନ ଆସିଛି ଏବଂ ଆଗାମୀ ଦିନରେ ମୁଁ ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତ ଦେଖିପାରୁଛି ବୋଲି ସୋମବାର କଟକ ଇନଡ଼ୋର ଷ୍ଟାଡ଼ିୟମ ଠାରେ ଡ.ହରେକୃଷ୍ଣ ମହାତାବଙ୍କ ଦ୍ୱାରା ପ୍ରତିଷ୍ଠିତ ଦୈନିକ ‘ପ୍ରଜାତନ୍ତ୍ର ଅମୃତ ଉତ୍ସବ’ ରେ କେନ୍ଦ୍ର ଗୃହ ଓ ସହକାରିତା ମନ୍ତ୍ରୀ ଶ୍ରୀ ଅମିତ…

ଭୁବନେଶ୍ବରରେ ପହଁଚିଲେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ

ଭୁବନେଶ୍ବର:  କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡ଼ିଶାରେ ଆସି ପହଁଚିଛନ୍ତି । ବିଳମ୍ବିତ ରାତିରେ  ବିମାନ ବନ୍ଦରରେ ପହଁଚିଥିଲେ ଅମିତ ଶାହ । ଶାହଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସି ପହଁଚିଛନ୍ତି । …

୨.୫୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତ କରୁଛନ୍ତି ଗଞ୍ଜାମର ମହିଳା ଗୋଷ୍ଠୀ

ବ୍ରହ୍ମପୁର: ଚଳିତ ବର୍ଷ ସ୍ବାଧୀନତାର ୭୫ବର୍ଷ ପାଳନ କରୁଛି ଭାରତ। ‘ଆଜାଦୀକା ଅମୃତ ମହୋତ୍ସବ’ ଅବସରରେ ‘ହର୍‌ ଘର ତ୍ରିରଙ୍ଗା’ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି କ୍ରମରେ ରାଜ୍ୟରେ ୩୦ଲକ୍ଷ ପତାକା ସିଲେଇ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ମହିଳା ଗୋଷ୍ଠୀଙ୍କୁ…

ଭାରତକୁ ସ୍ୱର୍ଣ୍ଣ ପଦକ ଦେଲେ ବଜରଙ୍ଗ ପୁନିଆ, ସାକ୍ଷୀ ମଲ୍ଲିକ

ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପୁଣି ସ୍ବର୍ଣ୍ଣ ପଦକ ମିଳିଛି ।  ଭାରତକୁ ରେସଲିଂରେ ଏହି ପ୍ରଥମ ସ୍ବର୍ଣ୍ଣ ପଦକ  ମିଳିଛି । ଭାରତର ଷ୍ଟାର ରେସଲର ତଥା ଡିଫେଣ୍ଡିଂ ଚାମ୍ପିୟନ ବଜରଙ୍ଗ ପୁନିଆ ଜିତଛନ୍ତି ସ୍ୱର୍ଣ୍ଣ। ସେ ୬୫ କେଜି ବର୍ଗର ଫ୍ରିଷ୍ଟାଇଲରେ କାନାଡାର ଲାଚଲାନ ମ୍ୟାକନିଲଙ୍କୁ…

ରାହୁଲ ମାଗିଲେ ଜବାବ, ପ୍ରଶ୍ନ ପଚାରିଲେ ଜେଲରେ ପୁରାଉଛି କେନ୍ଦ୍ର ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଜନମାରଣ ନୀତି ବିରୋଧରେ କଂଗ୍ରେସ ପକ୍ଷରୁ ସାରା ଦେଶରେ ଆଜି ବିରୋଧ ପ୍ରଦର୍ଶନ କରାଯାଇଥିବା ବେଳେ ଦିଲ୍ଲୀରେ ପ୍ରବଳ ବିରୋଧ ପ୍ରଦର୍ଶନ ଦେଖିବାକୁ ମିଳିଥିଲା । ବରିଷ୍ଠ କଂଗ୍ରେସ ନେତାମାନେ ବିଜେପି ସରକାର ବିରୋଧରେ ରଣହୁଙ୍କାର କରିଥିଲେ । କଳାପୋଷାକ…

ଭାରତ ବିରୋଧରେ ଅପପ୍ରଚାରରେ ମାତିଛି ପାକିସ୍ତାନ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଯାହା ଅସମ୍ଭବ ଲାଗୁଥିଲା ତାହା ସଂଭବ କରିଦେଖାଇଛି ଭାରତ । ଜମ୍ମୁକାଶ୍ମୁରରୁ ଧାରା 370 ରଦ୍ଦ ହେବା ପରେ ପାକିସ୍ତାନ ଆଖିରେ ନିଦ ନାହିଁ । କିନ୍ତୁ ଭାରତ ବିରୋଧରେ ସେମିତି କିଛି କାର୍ଯ୍ୟାନୁଷ୍ଠାନ ନେଇପାରିନାହିଁ ପାକିସ୍ତାନ ।  ଜାମ୍ମୁ କାଶ୍ମୀରରୁ ଧାରା 370…