Latest Odisha News
Browsing Tag

news

କଂଗ୍ରେସର ବିରୋଧକୁ ନେଇ ଅମିତ ଶାହ ରଖିଲେ ଉତ୍ତର

ନୂଆଦିଲ୍ଲୀ:  କଂଗ୍ରେସ ଆଜି ଦିନ ତମାମ କେନ୍ଦ୍ର ସରକାର ବିରୋଧରେ ବିରୋଧ ପ୍ରଦର୍ଶନ କରିଥିଲା । ରାହୁଲ ଗାନ୍ଧି, ପ୍ରିୟଙ୍କା ଗାନ୍ଧି ମଧ୍ୟ ବିରୋଧରେ ସାମିଲ ହୋଇଥିଲେ । ସାଂସଦମାନେ କଳା ପତାକା ଏବଂ କଳା ପଟି ବାନ୍ଧିବା ସହ ଅନେକ ନେତା କଳା ପୋଷାକ ପିନ୍ଧି ବିରୋଧ କରିଥିଲେ ।  ଦରଦାମ…

କାଶୀପୁର ବ୍ଲକରେ ମେଗା ଜଳଯୋଗାଣ ପ୍ରକଳ୍ପ କାହିଁକି ଅଧାରେ ପଡିଛି?

ରାୟଗଡ଼ା:  କାଶୀପୁର ବ୍ଲକରେ ବର୍ତ୍ତମାନ ଯେଉଁ ହଇଜା ବ୍ୟାପିଛି ତାହାର ମୂଳ କାରଣ ହେଉଛି ଦୁଷିତ ଜଳ । ଦଶନ୍ଧି ଦଶନ୍ଧି ଧରି  ଲୋକଙ୍କୁ ବିଶୁଦ୍ଧ ପାଣି ମିଳୁନଥିବା କାରଣରୁ ବାଧ୍ୟ ହୋଇ ନଦୀ, ନାଳ , ଝରଣା ଓ ଅନ୍ୟାନ୍ୟ ଜଳଉତ୍ସରୁ ପାଣିକୁ  ଲୋକେ ବ୍ୟବହାର କରୁଛନ୍ତି । କାଶୀପୁର ବକ୍ଲ ବାସୀ…

ମୋଦିଙ୍କୁ ଭେଟିଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ:  ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ହେବ । ଏନଡିଏ ପ୍ରାର୍ଥୀଙ୍କ ବିଜୟ ସୁନିଶ୍ଚିତ ଥିବାବେଳେ ଏହା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଛନ୍ତି ମମତା ବାନାର୍ଜୀ ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପରେ ଏହାକୁ ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚା…

ଦୁର୍ଘଟଣା ନୁହେଁ ଗାଡି ଚଢ଼ାଇ ମା ଝିଅଙ୍କୁ ହତ୍ୟା କରିଥିଲା ଡ୍ରାଇଭର

ଯାଜପୁର: ଅନେକ ସଡକ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କୁ ଜାଣିଶୁଣି ହତ୍ୟା କରାଯାଇଥିବା ଅଭିଯୋଗ ହୁଏ । ତେବେ ପ୍ରମାଣ ଅଭାବରୁ ଅପରାଧିମାନେ ଖସିଯାଆନ୍ତି । ଆଜିକାଲି ଦୁର୍ଘଟଣା ଘଟାଇ ହତ୍ୟା କରିବା ନୂଆ ଷଡ଼ଯନ୍ତ୍ର ପାଲଟି ଗଲାଣି । ସାମାନ୍ୟ ଘଟଣାକୁ ନେଇ ଏପରି ହତ୍ୟା କରୁଛନ୍ତି ଅପରାଧି ।…

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ବୈଷ୍ଣବ ମହାନ୍ତିଙ୍କ ଦୁଇଟି ପୁସ୍ତକ ଉନ୍ମୋଚିତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ନବୀନ ନିବାସଠାରେ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ଲିଖିତ ଦୁଇଟି ପୁସ୍ତକ ଶେଷ ଚିଠି ଓ ଭାଗବତ କଥାମୃତ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଶ୍ରୀ ମହାନ୍ତିଙ୍କୁ ତାଙ୍କର ସାରସ୍ବତ କୃତି ପାଇଁ ଅଭିନନ୍ଦନ ଜଣାଇଥିଲେ ଏବଂ ଆଗାମୀ ଦିନରେ…

ଅଲ ଜବାହିରିର ଲୋକେସନ ଆମେରିକାକୁ ଦେଲା କିଏ?

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଆଫଗାନିସ୍ତାନର ରାଜଧାନୀ କାବୁଲରେ ଲୁଚି ରହିଥିବା ଅଲ ଜବାହିରିର ଲୋକେସନ କିଏ ଆମେରିକାକୁ ଦେଲା । ତାକୁ ନେଇ ଏବେ ଟଣା ଓଟରା ଚାଲିଛି । ତାଲିବାନ ନିଜ ଉପରୁ ଦୋଷ ଛଡାଇ ପାକିସ୍ତାନ ଏପରି କରିଛି ବୋଲି କହୁଥିବାବେଳେ ପାକିସ୍ତାନ ଏପରି କିଛି କରିନଥିବା କହିଛି ।…

ଲୋ ରେବି – ଲୋ ନିଆଁ – ଲୋ ହଇଜା

ଭୁବନେଶ୍ୱର: ଲୋ ରେବି, ଲୋ ନିଆଁ, ଲୋ ଚୁଲି – ପଢ଼ିବା ବେଳେ ବହୁତ କଷ୍ଟ ଅନୁଭବ ହୋଇଥିଲା । ଫକୀରମୋହନ ସେନାପତିଙ୍କ ଆତ୍ମାକୁ କେତେ ବାଧିଥିଲା ଯେ, ୧୮୯୮ ମସିହାରେ ହଇଜାକୁ ତାଙ୍କ ପ୍ରାରମ୍ଭ ଗଳ୍ପରେ ସ୍ଥାନ ଦେଇଥିଲେ । ଶହେ ବର୍ଷ ପରେ ଓଡ଼ିଶାରେ ସେପରି ଝାଡ଼ା ବାନ୍ତିରେ ଅନେକ ରେବତୀ…

ଅଗଷ୍ଟ ୫ ରେ ରାଜଭବନ ଘେରାଉ କରିବ ରାଜ୍ୟ କଂଗ୍ରେସ

ଭୁବନେଶ୍ୱର : ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି, ବେକାରୀ ସମସ୍ୟା, ଅଗ୍ନିପଥ ଯୋଜନା ଏବଂ ମୁଢ଼ି, ଗୁଡ଼, ଖଇ ପ୍ରଭୃତି ଉପରେ ଜିଏସ୍‌ଟି ଲାଗୁ ବିରୁଦ୍ଧରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ କଂଗ୍ରେସ ଦଳ ପକ୍ଷରୁ ଆସନ୍ତା…

ଦିଲ୍ଲୀରୁ ଚିହ୍ନଟ ହେଲେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ

ଦିଲ୍ଲୀ:  ଦିଲ୍ଲୀରୁ ଚିହ୍ନଟ ହୋଇଛନ୍ତି ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ।  ସେ ମହିଳା ବୋଲି ଜଣାପଡିଛି । ଏହାକୁ ମିଶାଇ ଦେଶରେ ମଙ୍କିପକ୍ସ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି।  ବୁଧବାର ଦିଲ୍ଲୀରେ ରହୁଥିବା ଜଣେ ୩୧ ବର୍ଷୀୟ ନାଇଜେରିଆ ମହିଳାଙ୍କ ଶରୀରରୁ ଏହି ମଙ୍କିପକ୍ସ ଭୂତାଣୁ…

ପ୍ରଥମ ଥର ପାଇଁ ନାବେଟ୍‍ କ୍ୟୁସିଆଇ ରାଙ୍କିଂ : କିଟ୍‍ ପଲିଟେକ୍‍ନିକ ରାଜ୍ୟରେ ପ୍ରଥମ

ଭୁବନେଶ୍ୱର: କ୍ୟୁସିଆଇ ନାବେଟ ର‌୍ୟାଙ୍କିଂରେ ଉଭୟ ସରକାରୀ ଓ ବେସରକାରୀସ୍ତରରେ କିଟ୍‍ ପଲିଟେକ୍‍ନିକ୍‍ ଓଡ଼ିଶାର ପ୍ରଥମ ସ୍ଥାନ ଅଧିକାର କରିଛି। ସଂପ୍ରତି ଗୁଣାତ୍ମକ ଶିକ୍ଷା ଓ ଗୁଣାତ୍ମକ ଶିକ୍ଷାନୁଷ୍ଠାନ ଉପରେ ରାଜ୍ୟ ସରକାର ସର୍ବାଧିକ ପ୍ରାଧାନ୍ୟ ଦେଉଛନ୍ତି। ଏହି ପରିପ୍ରେକ୍ଷୀରେ…