Latest Odisha News

BREAKING NEWS

Browsing Tag

news

ରାଷ୍ଟ୍ର ଉଦ୍ଦେଶ୍ୟରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବିଦାୟୀ ଅଭିଭାଷଣ

ଆସନ୍ତାକାଲି ନୂଆ ରାଷ୍ଟ୍ରପତି ଶପଥ ଗ୍ରହଣ କରିବେ । ତେବେ ଦାୟିତ୍ବରୁ ବିଦାୟ ନେବା ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ର ଉଦ୍ଦେଶ୍ୟରେ ନିଜର ବିଦାୟୀ ଅଭିଭାଷଣ ରଖିଛନ୍ତି ।  ରାଷ୍ଟ୍ରପତି କହିଛନ୍ତି.. ପ୍ରିୟ ଦେଶବାସୀ ନମସ୍କାର, ଆଜକୁ ପାଞ୍ଚ ବର୍ଷ…

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୟୂରଭଂଜ ବିଧାୟକ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଶପଥ ସମାରୋହର ଦିନକ ପୂର୍ବରୁ ମୟୂରଭଞ୍ଜ ଜିଲ୍ଲାର ବିଧାୟକମାନେ  ନୂଆଦିଲ୍ଲୀ ଠାରେ ନବନିର୍ବାଚିତ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ରାଷ୍ଟ୍ରପତି ନିର୍ବାଚନରେ ଐତିହାସିକ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି । ଉଦଳା ବିଧାୟକ ତଥା ବିଜେପି ରାଜ୍ୟ…

ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ କାର୍ଯ୍ୟଭାର ଗ୍ରହଣ ସମାରୋହ

ଓଡ଼ିଶା ସମ୍ବାଦ ବ୍ୟୁରୋ: ନବ ନିର୍ବାଚିତ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆସନ୍ତା ଜୁଲାଇ ୨୫, ୨୦୨୨ ସୋମବାର ଦିନ ୧୦ଟା ୧୫ମିନିଟ୍‌ରେ ନୂଆଦିଲ୍ଲୀସ୍ଥିତ ସଂସଦ ଭବନର କେନ୍ଦ୍ରୀୟ କକ୍ଷରେ ଅନୁଷ୍ଠିତ ସମାରୋହରେ କାର୍ଯ୍ୟଭାର ଗ୍ରହଣ କରିବେ । ରାଜ୍ୟସଭା ଅଧ୍ୟକ୍ଷ, ପ୍ରଧାନମନ୍ତ୍ରୀ,…

ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ଉଡିଗଲା ଘର

ବ୍ରହ୍ମପୁର: ଗୋପାଳପୁର ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ସ୍ଥିତ ଠାକୁରାଣୀ ମନ୍ଦିର ସାହିରେ ଶୁକ୍ରବାର ପୂବାହ୍ନରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗ୍ୟାସ ସିଲିଣ୍ଡର ଥିବା ଘରେ ନିଆଁ ଲାଗିଯିବା ସହିତ କାନ୍ଥ ଓ ଛାତ ଭୁଷୁଡ଼ି ପଡ଼ିଛି । ସ୍ଥାନୀୟ ବାସିନ୍ଦା ଏନେଇ…

ପ୍ରେମିକର ଘର ଆଗରେ ପ୍ରେମିକାଙ୍କ ଧାରଣା

ବ୍ରହ୍ମପୁର: ଗଞ୍ଜାମ ଜିଲାରେ ପୁଣି ଥରେ ପ୍ରେମ ଓ ପ୍ରତାରଣାର ଅଭିଯୋଗ ଆସିଛି । ପ୍ରେମିକଙ୍କ ଘର ଆଗରେ ଧାରଣା ଦେଇଛନ୍ତି ପ୍ରେମିକା । ଘଟଣା ହେଲା, ରାମଗିରି ଗ୍ରାମର ଶିବ ପ୍ରଧାନ କାମ ସନ୍ଧାନରେ ଗୁଜରାଟର ସୁରତକୁ ଯାଇଥିଲେ । ସେଠାରେ ଖଲିକୋଟ ଥାନା ସଚ୍ଛିନା ଗ୍ରାମର ଯୁବତୀ ଜଣକ ମଧ୍ୟ…

ଆଉ ଜଣେ ଅଧ୍ୟାପକଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ଛାତ୍ରୀ

ବ୍ରହ୍ମପୁର:ଛାତ୍ରୀଙ୍କୁ ନିର୍ଯାତନା ଜନିତ ଅଭିଯୋଗକୁ ନେଇ ଏବେ ଚର୍ଚ୍ଚାରେ ରହିଛି ବ୍ରହ୍ମପୁର ବିଶ୍ବବିଦ୍ୟାଳୟ । ପୂର୍ବରୁ ଓଡ଼ିଆ ଏବଂ ଇଂରାଜୀ ସ୍ନାତକୋତ୍ତର ବିଭାଗର ଅଧ୍ୟାପକଙ୍କ ବିରୋଧରେ କେତେକ ଛାତ୍ରୀ ନିର୍ଯ୍ୟାତନା  ଅଭିଯୋଗ ଆଣିଥିଲେ । ଏବେ ଇତିହାସ ବିଭାଗର ଅଧ୍ୟାପକଙ୍କ ବିରୋଧରେ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ମଙ୍ଗଳବାର ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ୨୦୨୨ ଆଇଟି ପଲିସିକୁ କ୍ୟାବିନେଟ ଅନୁମୋଦନ କରିଛି । ଏଥିସହ ଖୋର୍ଦ୍ଧା ବରୁଣେଇପେ ପାଇକ ବିଦ୍ରୋହ ସ୍ମାରକୀ ପାଇଁ ରାଜ୍ୟ ସରକାର ମାଗଣାରେ ୯ ଏକର ୬୫୮ ଡିସିମିଲ୍ ଜମି ଯୋଗାଇ ଦେବାକୁ ନିଷ୍ପତ୍ତି…

ମହଙ୍ଗା ଭତ୍ତା ଦାବିରେ କର୍ମଚାରୀ ଓ ପେନସନଭୋଗୀ ଆନ୍ଦୋଳନ କରିବେ

କଟକ : ଓଡିଶା ରାଜ୍ୟ ଅବସରପାପ୍ତ କର୍ମଚାରୀ ମହାସଂଘର ଏକ ବୈଠକ କଟକ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ନିଷ୍ପତ୍ତି ହୋଇଛି ଯେ  ରାଜ୍ୟ ସରକାର ଜାନୁଆରୀ ୨୦୨୨ରୁ ପ୍ରାପ୍ୟ ୩% ଓ ୧୮ମାସର ଏରିଆର ମହଙ୍ଗା ଭତ୍ତା ଅବିଳମ୍ବେ ଘୋଷଣା ନକଲେ କାର୍ଯ୍ୟରତ କର୍ମଚାରୀ ଓ ପେନସନଭୋଗି ମିଳିତ ଭାବେ…

ମମତା ଦାର୍ଜିଲିଂରେ ରାଜ୍ୟପାଳ ଜଗଦୀପଙ୍କୁ ଭେଟିଲେ, କହିଲେ ରାଜନୀତି ନାହିଁ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଦିନ ଦାର୍ଜିଲିଂରେ ରାଜ୍ୟପାଳ ଜଗଦୀପ ଧନକଡ଼ଙ୍କୁ ଭେଟିବାକୁ ନେଇ ଏବେ ଚର୍ଚା ଜୋର ଧରିଛି । ନିକଟରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବି ବସିଥିବା ଦେଖିବାକୁ ମିଳିଛି । ତେବେ ମମତା ବାନାର୍ଜୀ…

ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡ଼ରେ ଋଷି ସୁନକ ସମସ୍ତଙ୍କଠୁ ଆଗରେ

ଓଡ଼ିଶା ସମ୍ବାଦ ବ୍ୟୁରୋ: ବ୍ରିଟେନ ପ୍ରଧାନମନ୍ତ୍ରୀ ପଦରୁ ବୋରିସ ଜନସନଙ୍କ  ଇସ୍ତଫା ପରେ  କଞ୍ଜର୍ଭେଟିଭ୍ ପାର୍ଟିର ନେତା ଏବଂ ପ୍ରଧାନମନ୍ତ୍ରୀ ଦୌଡ଼ରେ ଆଗରେ ଅଛନ୍ତି ପୂର୍ବତନ ଅର୍ଥମନ୍ତ୍ରୀ ଋଷି ସୁନକ। ପ୍ରଥମ ରାଉଣ୍ଡ ଭୋଟରେ ସେ ଆଗରେ ଅଛନ୍ତି । …