Latest Odisha News

BREAKING NEWS

Browsing Tag

Newspaper

ପାଠକଙ୍କୁ ଖବରକାଗଜ ସହ ମାସ୍କ ଫ୍ରି

ଶ୍ରୀନଗର: କରୋନାଠାରୁ ରକ୍ଷା ପାଇବାର ଏକମାତ୍ର ଉପାୟ ହେଉଛି ସଚେତନତା । ଏଥିସହ ସାମାଜିକ ଦୂରତା ଓ ମାସ୍କ । ଏହି ଭାଇରସରୁ ବଂଚିବା ପାଇଁ ଏହା ନିହାତି ଜରୁରୀ । ତେବେ ଏହି ମହାମାରୀରୁ ଲୋକଙ୍କୁ ସଚେତନ କରିବା ଲାଗି ନିଜ ପାଠକଙ୍କୁ ତାଜା ଖବର ସହ ମାସ୍କ ଦେବାକୁ ଅଭିଯାନ ଆରମ୍ଭ କରିଛି ଏକ…

ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ମାର୍ଗଦର୍ଶିକା

ନୂଆଦିଲ୍ଲୀ: ସଂପ୍ରତି ଦେଶର ବିଭିନ୍ନ ଭାଗରେ କାର୍ଯ୍ୟ ସଂପାଦନ ସମୟରେ ଗଣମାଧ୍ୟମର ପ୍ରତିନିଧି କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବାରୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ଛାପା  ଓ ବୈଦ୍ୟୁତିକ ଗଣମାଧ୍ୟମ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି । ରିପୋର୍ଟର, …

ଖବରକାଗଜ ଦ୍ୱାରା କରୋନା ଭୂତାଣୁ ବ୍ୟାପେ ନାହିଁ; କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଖବରକାଗଜ ଦ୍ୱାରା କରୋନା ଭୂତାଣୁ ବ୍ୟାପେ ନାହିଁ ଏବଂ ଏହା ସୁରକ୍ଷିତ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚଓ)ର କୋଭିଡ୍ ୧୯ କରୋନା ଭୂତାଣୁ ଗାଇଡ୍ ଲାଇନ ଅନୁଯାୟୀ ମଙ୍ଗଳବାର ଦିନ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ମାନଙ୍କୁ ଏକ ସର୍କୁଲାର୍ ଜାରି କରିଛନ୍ତି । ଏବେ ଜନସାଧାରଣ…