Latest Odisha News

BREAKING NEWS

Browsing Tag

NIA

ଆଇଏସଆଇଏସର ଗତିବିଧି ନେଇ ରାଜ୍ୟର ୫ଟି ସ୍ଥାନରେ ଏନଆଇଏର ଚଢାଉ

ମୁମ୍ବାଇ: ମହାରାଷ୍ଟ୍ରର ବିଭିନ୍ନ ସ୍ଥାନରେ ଏନଆଇଏ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆତଙ୍କବାଦୀର ଗତିବିଧିକୁ ଲକ୍ଷ କରି ଏନଆଇଏ ରାଜ୍ୟର ପାଞ୍ଚଟି ସ୍ଥାନରେ ଚଢାଉ କରିଛି। ମିଳିଥିବା ସୂଚନା ଅନୁଯାୟୀ ମହାରାଷ୍ଟ୍ରର କିଛି ଅଞ୍ଚଳରେ ଆଇଏସଆଇଏସ ସକ୍ରିୟ ଥିବା ସନ୍ଦେହ କରି ମୁମ୍ବାଇ…

ଲଣ୍ଡନରେ ଭାରତୀୟ ହାଇ କମିଶନଙ୍କ ଅଫିସ୍‌ ଆଗରେ ଭଙ୍ଗାରୁଜା ଘଟଣା, ଯାଞ୍ଚ କରିବ ଏନଆଇଏ !

ନୂଆଦିଲ୍ଲୀ : ଲଣ୍ଡନରେ ଭାରତୀୟ ହାଇ କମିଶନଙ୍କ ସାମ୍ନାରେ ଭଙ୍ଗାରୁଜା ଘଟଣାର ଏନଆଇଏ ଯାଞ୍ଚ କରିବ ବୋଲି ଜଣାପଡ଼ିଛି। ପାକ-ଖଲିସ୍ତାନ ଷଡଯନ୍ତ୍ରର ଅନୁସନ୍ଧାନ କରିବ ନ୍ୟାସନାଲ୍ ଇନଭେଷ୍ଟିଗେସନ୍ ଏଜେନ୍ସି । ସୂଚନାଯୋଗ୍ୟ, ପ୍ରଦର୍ଶନ ମାମଲାରେ ପାକିସ୍ତାନ ଓ ଖଲିସ୍ତାନ ସମର୍ଥକ ଜଡିତ ଥିବା…

PFI ବିରୋଧରେ NIAର ଚାର୍ଜସିଟ୍; ‘ଭାରତକୁ ଇସଲାମିକ୍ ଦେଶ କରିବାକୁ ଷଡ଼ଯନ୍ତ୍ର’

ନୂଆଦିଲ୍ଲୀ: ଦେଶରେ ପପୁଲାର ଫ୍ରଣ୍ଟ ଅଫ୍ ଇଣ୍ଡିଆ (PFI) ଉପରେ ପ୍ରତିବନ୍ଧକ ଲାଗିଛି । କିନ୍ତୁ କେତେକ ରାଜ୍ୟରେ ଏବେ ପିଏଫ୍ଆଇ ସକ୍ରିୟ ରହିଛି । ଏପରିକି ପିଏଫ୍ଆଇକୁ ଫଣ୍ଡି ମଧ୍ୟ ମିଳୁଛି । ଏହାରି ଭିତରେ ଖବର ଆସିଥିଲା ପିଏଫ୍ଆଇ ୨୦୪୭ ସୁଦ୍ଧା ଭାରତକୁ ଇସଲାମିକ ଦେଶ ବନାଇବାକୁ ଚାହୁଁଛି ।…

ISIS ସମର୍ଥନକାରୀଙ୍କୁ ଖୋଜୁଛି NIA; କେରଳ ଓ ତାମିଲନାଡୁରେ ୬୦ରୁ ଅଧିକ ସ୍ଥାନରେ ଚଢ଼ାଉ

ନୂଆଦିଲ୍ଲୀ: ଭାରତରେ ରହି ଆତଙ୍କବାଦୀ ସଂଗଠନ ISISକୁ ବଳ ଦେଉଥିବା ଅପରାଧିଙ୍କୁ ଖୋଜୁଛି ଜାତୀୟ ତଦନ୍ତକାରୀ ସଂସ୍ଥା ବା NIA । ଏଥିପାଇଁ ତାମିଲନାଡୁରେ ଏବଂ କେରଳରେ ଚଢ଼ାଉ  ଜାରି ରହିଛି। ISIS ଭିଡିଓ ଜାରି କରି ଏମାନଙ୍କୁ ସଂଗଠନରେ ସାମିଲ୍ ହେବାକୁ ମତାଇଛି। ତେଣୁ ସେମାନଙ୍କୁ ଗିରଫ…

ଲୁଧିଆନା କୋର୍ଟ ବିସ୍ପୋରଣ ଘଟଣା: ବିମାନ ବନ୍ଦରରେ ମୁଖ୍ୟ ଅଭିଯୁକ୍ତଙ୍କୁ ମାଡିବସିଲା ପୋଲିସ

ନୂଆଦିଲ୍ଲୀ: ଲୁଧିଆନା କୋର୍ଟ ବୋମା ବିସ୍ପୋରଣ ମାମଲାର ତଦନ୍ତ କରୁଥିବା NIAକୁ ମିଳିଛି ବଡ ସଫଳତା ।   ବିସ୍ପୋରଣ ଘଟାଇଥିବା ମୁଖ୍ୟ ଅଭିଯୁକ୍ତ ତଥା ଆତଙ୍କବାଦୀ ହରପ୍ରିତ ସିଂକୁ  ଗିରଫ କରିଛି । ଫ୍ଲାଇଟରେ ମାଲେସିୟାରୁ ଭାରତ ଆସୁଥିବା ବେଳେ NIA ଇନ୍ଦିରା ଗାନ୍ଧି ଇଣ୍ଟରନେସନାଲ…

ଗ୍ୟାଙ୍ଗଷ୍ଟର ଲିଙ୍କ୍ ସନ୍ଦେହରେ ଦେଶର ୨୦ଟି ସ୍ଥାନରେ ଏନଆଇଏ ରେଡ୍

ନୂଆଦିଲ୍ଲୀ : ଗ୍ୟାଙ୍ଗଷ୍ଟର ଲରେନ୍ଲ ବିଶ୍ନୋଇ ଉପରେ ଏନଆଇଏ ଶିକୁଳି । ଗ୍ୟାଙ୍ଗଷ୍ଟର ଲରେନ୍ସକୁ ଜେରା କରିଛନ୍ତି ଏନଆଇଏ ଓ ଦିଲ୍ଲୀ ପୋଲିସ । ଏହାପରେ ଜଣାପଡିଛିଯେ ଅନେକ କୁଖ୍ୟାତ ଗ୍ୟାଙ୍ଗଷ୍ଟର ଜେଲରେ ରହି ନିଜ ନେଟଓ୍ୱର୍କ ଜାରି ରଖିଛନ୍ତି । ତେଣୁ ପ୍ରାୟ ୬ଟି ଜିଲ୍ଲାର ମୋଟ ୨୦ଟି ଠିକଣାରେ…

ପିଏଫ୍‌ଆଇ ଉପରେ ଏନ୍‌ଆଇଏ, ଇଡିର ବ୍ୟାପକ ଚଢ଼ଉ: ଶତାଧିକ ସଦସ୍ୟ ଗିରଫ

ନୂଆଦିଲ୍ଲୀ: ଏନ୍‌ଆଇଏ ବୁଧବାର ରାତିରେ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଉତ୍ତର ପ୍ରଦେଶ, କେରଳ, କର୍ଣ୍ଣାଟକ, ତାମିଲ୍‌ନାଡୁ ଏବଂ ଅନ୍ୟାନ୍ୟ ରାଜ୍ୟରେ ଥିବା ‘ପପୁଲାର୍ ଫ୍ରଣ୍ଟ୍ ଅଫ୍ ଇଣ୍ଡିଆ’ (ପିଏଫ୍‌ଆଇ) ଉପରେ ବ୍ୟାପକ ଚଢ଼ଉ ଆରମ୍ଭ କରି ୧୦୦ରୁ ଅଧିକ ବ୍ୟକ୍ତିଙ୍କୁ ଗିରଫ କରିଛି।…

ଦେଶର ୧୦ କୁଖ୍ୟାତ ଗ୍ୟାଙ୍ଗଷ୍ଟରଙ୍କ ୬୦ଟି ସ୍ଥାନରେ NIA ଚଢ଼ାଉ

ନୂଆଦିଲ୍ଲୀ: ଦେଶବ୍ୟାପୀ ପ୍ରାୟ ୬୦ଟି ସ୍ଥାନରେ ନ୍ୟାସନାଲ୍ ଇନଭେଷ୍ଟିଗେସନ୍ ଏଜେନ୍ସି (NIA) ଚଢ଼ାଉ କରିଛି । ଏହି ରେଡ୍ ୧୦ କୁଖ୍ୟାତ ଗ୍ୟାଙ୍ଗଷ୍ଟରଙ୍କ ୬୦ରୁ ଅଧିକ ସ୍ଥାନରେ ହୋଇଛି । ଅନେକ ଗ୍ୟାଙ୍ଗଷ୍ଟର ଜେଲରେ ଥାଇ ଗ୍ୟାଙ୍ଗ ଅପରେଟ୍ କରୁଥିବା ବେଳେ ଆଉ କିଛି ପାକିସ୍ତାନୀ ଗୁଇନ୍ଦା…

କହ୍ନେୟାଲାଲ ହତ୍ୟାକାରୀଙ୍କୁ କଠୋର ଦଣ୍ଡ ଦିଆଯିବ : ଅଶୋକ ଗେହଲୋଟ

ଓଡ଼ିଶା ସମ୍ବାଦ ବ୍ୟୁରୋ: ରାଜସ୍ଥାନର ଉଦୟପୁରରେ ଜଣେ ସିଲେଇ ଦୋକାନୀଙ୍କ ମୁଣ୍ଡକାଟ ଘଟଣାକୁ କଡା ନିନ୍ଦା କରିଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ । ତାଙ୍କ ସରକାର ଏପରି ହତ୍ୟାକାରୀଙ୍କୁ କଠୋର ଦଣ୍ଡ ଦେବ ବୋଲି ସେ କହିଛନ୍ତି ।…

କାଶ୍ମୀରରେ ନିରୀହ ସାଧାରଣ ନାଗରିକଙ୍କ ହତ୍ୟା ପଛରେ ଷଡଯନ୍ତ୍ର; ତଦନ୍ତ କରିବ ଏନଆଇଏ

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରରେ ନିରୀହ ସାଧାରଣ ନାଗରିକଙ୍କ ହତ୍ୟା ମାମଲାର ଜାତୀୟ ଅନୁସନ୍ଧାନ ଏଜେନ୍ସି ଅନୁସନ୍ଧାନ କରିବ। ସୂତ୍ର ଅନୁଯାୟୀ, ଏ ସମ୍ପର୍କରେ ଖୁବ ଶୀଘ୍ର ସରକାର ଯାଞ୍ଚର ନିର୍ଦ୍ଦେଶ ଦେଇପାରନ୍ତି। ଆତଙ୍କବାଦୀଙ୍କ ଆକ୍ରମଣରେ ପ୍ରାୟ ୧୧ ଜଣ ସାଧାରଣ ଲୋକ ଇତି ମଧ୍ୟରେ ପ୍ରାଣ…