Latest Odisha News

BREAKING NEWS

Browsing Tag

Niali

ନିଆଳିରେ ପୁଣି ଅଜଣା ଜନ୍ତୁ ଆତଙ୍କ ! ମାରିସାରିଲାଣି ୨୬ଟି ମେଣ୍ଢା, ବନ ବିଭାଗର ତନାଘନା

କଟକ : ନିଆଳିକୁ ପୁଣି ଫେରିଛି ଅଜଣା ଜନ୍ତୁ ଆତଙ୍କ ! କଣ୍ଟାପଡ଼ା ବ୍ଲକ ନାହାଳପୁର ପଞ୍ଚାୟତ ଗୁଣାଦୋଳ ଗାଁରେ ସୋମବାର ବିଳମ୍ବିତ ରାତିରେ ଅଜଣା ଜନ୍ତୁ ଗୁହାଳରେ ପଶି ୧୦ଟି ମେଣ୍ଢାଙ୍କୁ ମାରିଥିବା ଅଭିଯୋଗ ହୋଇଛି । ଗାଁର ଶରତ ଚୌଧୁରୀଙ୍କ ଆଜି ସକାଳେ ଗୁହାଳ ଖୋଲିବାପରେ ୧୦ଟି ମେଣ୍ଢାଙ୍କ…

ଏମିତି ଚାଲିଛି ସ୍ୱାସ୍ଥ୍ୟସେବା, ମୋବାଇଲ୍ ଲାଇଟରେ ଅଟୋ ଭିତରେ ରୋଗୀଙ୍କୁ ଦେଲେ ଇଞ୍ଜେକ୍ସନ୍

ନିଆଳି: ରାଜଧାନୀରୁ ମାତ୍ର ୪୦ କିଲୋମିଟର ଦୂର । ମାତ୍ର ରୋଗୀଙ୍କୁ ମିଳୁନି ମୌଳିକ ସ୍ୱାସ୍ଥ୍ୟ ସୁବିଧା । ଗୁରୁତର ରୋଗୀଙ୍କୁ ଅଟୋରେ ଇଞ୍ଜେକ୍ସନ୍ ଓ ସାଲାଇନ୍ ଚଢ଼ାଇ ରେଫର୍ କରି ଦେଉଛନ୍ତି ଡାକ୍ତର । ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ନିଆଳି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ । ଅନ୍ଧାର…

ନବଜାତ ଶିଶୁର ମୃତ୍ୟୁ ପାଇଁ ଡାକ୍ତରଙ୍କୁ ଦାୟୀ କଲେ ପରିବାର ଲୋକେ

ନିଆଳି: ନବଜାତ ଶିଶୁର ମୃତ୍ୟୁକୁ ନେଇ ଡାକ୍ତରଙ୍କୁ ଦାୟୀ କଲେ ସ୍ଥାନୀୟ ଲୋକେ । ଚିକିତ୍ସା ଅବହେଳାରୁ ନବଜାତ ଶିଶୁଟିର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ଏନେଇ ନବଜାତ ଶିଶୁର ମୃତ୍ୟୁକୁ ନେଇ ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଦେଖାଦେଇଥିଲା ଉତ୍ତେଜନା । ପୁରୀ ଜିଲ୍ଲା…

ନିଆଳି: ଦେଢଶୂରର ଆକ୍ରମଣରେ ଭାଇବୋହୂ ଗୁରୁତର

କଟକ : କଟକ ଜିଲ୍ଲା ନିଆଳି ଥାନା ଅନ୍ତର୍ଗତ ପହଙ୍ଗା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତି ନିଜ ଭାଇବୋହୂକୁ ମରଣାନ୍ତକ ଆକ୍ରମଣ କରିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି । କଟକ ବଡ ମେଡିକାଲରେ ଗୁରୁତର ଆହତ କାଦମ୍ବିନୀ ବାରିକଙ୍କ ଚିକିତ୍ସା ଜାରି ରହିଥିବା…

କଟକରେ ନିର୍ବାଚନ ପରବର୍ତ୍ତୀ ହିଂସା, ୫ ଆହତ

କଟକ : କଟକ ଜିଲ୍ଲା ନିଆଳି ବ୍ଲକ୍ ଅନ୍ତର୍ଗତ ପୋଖରୀ ଗ୍ରାମରେ ସୋମବାର ଦିନ ଏକ ନିର୍ଦ୍ଧିଷ୍ଟ ଦଳର କିଛି ବ୍ୟକ୍ତି ଅନ୍ୟ ଏକ ଦଳର ଲୋକଙ୍କ ଘରେ ପଶି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଫଳରେ ଜଣେ ମହିଳାଙ୍କ ସମେତ ପରିବାର ୫ଜଣ ସଦସ୍ୟ ଗୁରୁତର ଆହତ ହୋଇଛନ୍ତି । ଉକ୍ତ ଆକ୍ରମଣକାରୀମାନେ…