ଅନୁଭୂତିରେ ଶ୍ରୀଜଗନ୍ନାଥ : ନିବେଦିତା ନନ୍ଦ
ଦର୍ଶନାନୁଭୂତି
ସେ ଅନାଥର ନାଥ, ସେ ଅଗତିର ଗତି।ତାଙ୍କ ଇଚ୍ଛା ବିନା ପତ୍ର ଟିଏ ହଲେନି ଏ ସଂସାରରେ। ମୁଁ ବା କି ଛାର ମଣିଷ ଲେଖିବି ତାଙ୍କ ଦର୍ଶନାନୁଭୂତି ! ସେ ନିଜେ ହିଁ ଚଳେଇନେବେ ମୋ କଲମ ବର୍ଣ୍ଣି ହେଇଯିବ ତାଙ୍କ ମହିମା।
ଦୁଇ ହଜାର ସତର ମସିହା କଥା। ପୁଅ ବ୍ରତଘର ପଡିଲା ଅଣସର…