Latest Odisha News

BREAKING NEWS

Browsing Tag

Night curfew

ନାଇଟ୍ କର୍ଫ୍ୟୁରେ ଜାରି ରହିବ ଶିଳ୍ପାନୁଷ୍ଠାନ

ଭୁବନେଶ୍ବର : କରୋନାର ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠୁ ସାରା ରାଜ୍ୟରେ ଲାଗୁ ହୋଇଛି ନାଇଟ୍ କର୍ଫ୍ୟୁ । ଏହି ସମୟରେ ଲୋକଙ୍କ ଯିବା ଆସିବା ଉପରେ କଟକଣା ଲଗାଇଛି ପ୍ରଶାସନ । ତେବେ ନାଇଟ୍ କର୍ଫ୍ୟୁ ସମୟରେ ଶିଳ୍ପାନୁଷ୍ଠାନ କାର୍ଯ୍ୟ ଜାରି ରହିବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ…

ଫେରିଲା ସପ୍ତାହାନ୍ତ ସଟଡାଉନ୍, କାଲିଠାରୁ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ

ଭୁବନେଶ୍ବର : ରାଜ୍ୟରେ କୋଭିଡ୍ ସଂକ୍ରମଣର ଭୟାବହତାକୁ ନଜରରେ ରଖି କଡ଼ା ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଆସନ୍ତାକାଲିଠୁ ସାରା ରାଜ୍ୟରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ଏଥିସହ ଛତିଶଗଡ଼ ଓ ଝାଡଖଣ୍ଡ ସୀମାନ୍ତରେ ଥିବା ୧୦ଟି ଜିଲ୍ଲାରେ ଲାଗୁ ହେବ ସପ୍ତାହାନ୍ତ ସଟଡାଉନ୍ । ଏହି ୧୦ଟି…

ଉତ୍ତର ପ୍ରଦେଶର ଏହି ସବୁ ସ୍ଥାନରେ ବଢିଲା ନାଇଟ୍‌‌ କର୍ଫ୍ୟୁର ଅବଧି

ଉତ୍ତରପ୍ରଦେଶ: ଯୋଗୀ ଆଦିତ୍ୟନାଥ ସରକାର ଉତ୍ତରପ୍ରଦେଶ ଜିଲ୍ଲାରେ ୫୦୦ ରୁ ଅଧିକ ସକ୍ରିୟ କୋଭିଡ ମାମଲା ସହ ରାତ୍ରି କର୍ଫ୍ୟୁ ଘୋଷଣା କରିଛନ୍ତି। ଏପ୍ରିଲ ୩୦ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ, କଲେଜ ଏବଂ କୋଚିଂ ସେଣ୍ଟର ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବ ନିର୍ଦ୍ଧାରିତ…

ରାଜ୍ୟରେ ଅଧିକ କଡ଼ାକଡ଼ି ହେବ ନାଇଟ୍ କର୍ଫ୍ୟୁ, କାମ ନଥାଇ ବାହାରିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟରେ ଆହୁରି କଡ଼ାକଡ଼ି ହେବ ନାଇଟ କର୍ଫ୍ୟୁ । ବର୍ତ୍ତମାନ ୧୦ ଜିଲ୍ଲାରେ ରାତି ୧୦ରୁ ସକାଳ ୫ଟା ଯାଏ ଏନଫୋର୍ସମେଣ୍ଟ ଅଧିକ କଡ଼ାକଡ଼ି କରାଯାଉଛି । ପଡୋଶୀ ଛତିଶଗଡ଼ରୁ ସୀମାବର୍ତ୍ତି ଜିଲ୍ଲାକୁ ଆସୁଥିବା ଲୋକଙ୍କ ବାବଦାରେ ଅନୁଧ୍ୟାନ କରାଯାଉଛି । ଏନେଇ ଜିଲ୍ଲାପାଳ ଓ ପୋଲିସ…

ମହାରାଷ୍ଟ୍ରରେ ଲାଗିଲା ନାଇଟ୍ କର୍ଫ୍ୟୁ

ମହାରାଷ୍ଟ୍ର : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଡ଼ା ପଦକ୍ଷେପ ନେଇଛନ୍ତି ମହାରାଷ୍ଟ୍ର ସରକାର । କରୋନା ସଂକ୍ରମଣ ପାଇଁ ପୂରା ରାଜ୍ୟରେ ଲାଗି ହୋଇଛି ରାତ୍ରୀକାଳୀନ କର୍ଫ୍ୟୁ । ରାତି ୮ ଟାରୁ ସକାଳ ୭ ଟା ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ । ଏହି ସମୟରେ କେବଳ ଜରୁରୀକାଳୀନ ସେବା ଜାରି…

ଆସନ୍ତା ୫ ତାରିଖରୁ ଓଡ଼ିଶାର ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ

ଭୁବନେଶ୍ବର : ଓଡ଼ିଶାର ୧୦ଟି ଜିଲ୍ଲାରେ ଲାଗୁ ହୋଇଛି ନାଇଟ୍ କର୍ଫ୍ୟୁ । କରୋନା ସଂକ୍ରମଣ ଦିନକୁ ଦିନ ପୁଣି ବଢୁଥିବା ବେଳେ ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର,…

ଜିଲ୍ଲା କୋଭିଡ୍ ମୁକ୍ତ ତଥାପି ମାଲକାନଗିରିରେ କାହିଁକି ଲାଗୁ ହେଲା ରାତ୍ରୀକାଳୀନ କର୍ଫ୍ୟୁ ?

ମାଲକାନଗିରି: ଲାଗୁ ହେଲା ନାଇଟ୍ କର୍ଫ୍ୟୁ । ମାଲକାନଗିରି ଜିଲ୍ଲାରେ ଆସନ୍ତାକାଲି ଠାରୁ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ହେବ । ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ । ମାର୍ଚ୍ଚ ୨୩ ତାରିଖ ରାତିରୁ ମାର୍ଚ୍ଚ ୩୧ ତାରିଖ ଯାଏ ରାତ୍ରୀକାଳୀନ କର୍ଫ୍ୟୁ ନେଇ ମାଲକାନଗିରି…

ବଢ଼ୁଛି ସଂକ୍ରମଣ, ରାଜ୍ୟରେ ପୁଣି ଲାଗୁ ହୋଇପାରେ ରାତ୍ରୀକାଳୀନ କର୍ଫ୍ୟୁ

ଭୁବନେଶ୍ୱର: ୬ ସପ୍ତାହ ପରେ ରାଜ୍ୟରେ ଶୁକ୍ରବାର କରୋନା ସଂକ୍ରମଣ ଶହେ ଟପିଛି । ବଢ଼ୁଥିବା ସଂକ୍ରମଣକ ଦେଖି ରାଜ୍ୟ ସରକାର ପୁଣି କରୋନା କଟକଣାକୁ କଡ଼ାକଡ଼ି କରୁଛନ୍ତି । ସରକାରୀ ଅଫିସରେ କୋଭିଡ୍ ନିୟମ କଡ଼ାକଡ଼ି ପାଳନ ପାଇଁ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଚିଠି…

ରାତି ୯ ଟାରୁ ସକାଳ ୫ଟା ଯାଏ ଲୁଧିଆନାରେ ରାତ୍ରି କର୍ଫ୍ୟୁ ଲାଗୁ

ଲୁଧିଆନା: କୋଭିଡ୍‌-୧୯ ସଂକ୍ରମଣ ପ୍ରସାରକୁ ରୋକିବା ପାଇଁ ଲୁଧିଆନା ଜିଲ୍ଲା ପ୍ରଶାସନ ଅନିର୍ଦ୍ଦିଷ୍ଟ କାଳ ପାଇଁ ରାତି ୯ ଟାରୁ ୫ ଟା ମଧ୍ୟରେ ରାତ୍ରି କର୍ଫ୍ୟୁ ଲାଗୁ କରିଛି। ଲୁଧିଆନା ଡେପୁଟି କମିଶନର ଭରିନ୍ଦର ଶର୍ମା ସୂଚନା ଦେଇ କହିଛନ୍ତି, "ଆମେ ରାତି ୯ ଟାରୁ ସକାଳ ୫ ଟା…

ମହାରାଷ୍ଟ୍ର ଅମରାବତୀ ସହ କିଛି ଅଞ୍ଚଳରେ ୭ ଦିନିଆ ଲକଡାଉନ୍ ଘୋଷଣା, ପୁଣେରେ ବି ନାଇଟ କର୍ଫ୍ୟୁ

ମହାରାଷ୍ଟ୍ର: ମହାରାଷ୍ଟ୍ରରେ କରୋନା ପ୍ରକୋପ ବଢୁଛି । ରାଜ୍ୟରେ କିଭଳି ଭାବେ କରୋନାକୁ ନିୟନ୍ତ୍ରଣ କରାଯାଇପାରିବ ସେନେଇ ରାଜ୍ୟ ସରକାର ଚିନ୍ତିତ ଅଛନ୍ତି । ସେଠାକାର ସରକାର ଓ ଜିଲ୍ଲା ପ୍ରଶାସନ ଆଲର୍ଟ ମୋଡରେ ରହିଛି । ଅମରାବତୀ ଡିଭିଜିନାଲ୍ ଜିଲ୍ଲାପାଳ ରବିବାର ଅମରାବତୀ, ଅକୋଲା,…