କାଲିଠୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବେ ୩ ମନ୍ତ୍ରୀ
ଭୁବନେଶ୍ୱର: କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏନେଇ ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
ରଥଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି…