ନୀଳାଦ୍ରି ବିଜେ, ନବ ଦିନାତ୍ମକ ଯାତ୍ରା ସାରି ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ କଲେ ଶ୍ରୀବିଗ୍ରହ
ପୁରୀ: ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିରକୁ ବିଜେ କରିଛନ୍ତି ଶ୍ରୀବିଗ୍ରହ । ଆଜି ନୀଳାଦ୍ରି ବିଜେରେ ଶ୍ରୀଜୀଉମାନେ ଗୋଟି ପହଣ୍ଡିରେ ରତ୍ନବେଦୀକୁ ଫେରିଛନ୍ତି । ମଦନ ମୋହନଙ୍କ ପରେ ଶ୍ରୀ ସୁଦର୍ଶନ, ବଡ଼ ଠାକୁର ବଳଭଦ୍ର ଓ ପରେ ଭଉଣୀ ସୁଭଦ୍ରାଙ୍କୁ ଗୋଟି ପହଣ୍ଡିରେ ନିଆଯାଇଥିଲା ।…