Latest Odisha News

BREAKING NEWS

Browsing Tag

Niranjan Pattnaik

ପିସିସି ସଭାପତି ନବୀନ ପଟ୍ଟନାୟକ ସ୍ଥିର କରନ୍ତି; ସୁରଙ୍କୁ ସ୍ପଷ୍ଟୀକରଣ ମାଗିଲେ ନିରଞ୍ଜନ

ଭୁବନେଶ୍ୱର: ଓଡ଼ିଶା କଂଗ୍ରେସରେ ସଭାପତି ନବୀନ ପଟ୍ଟନାୟକ ସ୍ଥିର କରନ୍ତି । ବିଗତ ଦିନରେ ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟ ଏହି ମତ ଦେଇଥିଲେ । ସୁରଙ୍କ ଏଭଳି ମନ୍ତବ୍ୟରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କ୍ଷୁବ୍ଧ ହୋଇ ତାଙ୍କୁ ଏହାର ସ୍ପଷ୍ଟୀକରଣ ମାଗିଛନ୍ତି ।…

ନିରଞ୍ଜନ କହିଲେ ରାଜନୀତିରୁ ସନ୍ୟାସ ନେବେ ନାହିଁ

ଭୁବନେଶ୍ୱର: ରାଜନୀତିରୁ ସନ୍ୟାସ ନେବେ ନାହିଁ । ଆଜି ଏକଥା କହିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ସେ କହିଛନ୍ତି, ନିର୍ବାଚନ ଲଢ଼ିପାରନ୍ତି ନହେଲେ ଲଢ଼ି ନପାରନ୍ତି । ପଦପଦବୀରେ ରହିଲେ କି ନରହିଲେ ମଧ୍ୟ ରାଜନୀତିରେ ରହିବେ । ଶକ୍ତି ଥିବା ଯାଏ ରାଜନୀତି କରିବେ ବୋଲି ସ୍ପଷ୍ଟ…

ଶିମିଳିପାଳ ନିଆଁର ଅନୁଧ୍ୟାନ ପାଇଁ ଗ୍ରାଉଣ୍ଡରେ କଂଗ୍ରେସର ୬ ଜଣିଆ ଟିମ୍

ବାରିପଦା: ଶିମିଳିପାଳରେ କେମିତି ଲାଗିଲା ନିଆଁ ? ବର୍ତ୍ତମାନ ସ୍ଥିତି କଣ ? କେତେ ଅଞ୍ଚଳ ଜଳି ଛାରଖାର ହୋଇଛି । ସ୍ଥିତି ଅନୁଧ୍ୟାନ ପାଇଁ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯାଇଛି କଂଗ୍ରେସର ଏକ ୬ ଜଣିଆ ଟିମ୍ । ପିସିସି ସଭାପତି ନିରଞ୍ଜନ ପଟନାୟକଙ୍କ ନିର୍ଦ୍ଦେଶରେ ଏହି ଟିମ୍ ୪ ଦିନ ଧରି…

ଓଡ଼ିଶା ବନ୍ଦକୁ ପୂର୍ଣ୍ଣ ସମର୍ଥନ ମିଳିଛି: ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର: ତୈଳ ଦର ବୃଦ୍ଧି ପ୍ରତିବାଦରେ ଓଡ଼ିଶା ବନ୍ଦ ପାଳନ କରୁଛି ରାଜ୍ୟ କଂଗ୍ରେସ । ସାରା ରାଜ୍ୟରେ ଏହାର ପ୍ରଭାବ ଅନୁଭୂତ ହୋଇଛି । ବନ୍ଦକୁ ପୂର୍ଣ୍ଣ ମାତ୍ରାରେ ସମର୍ଥନ ମିଳିଥିବା କହିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ସେ କହିଛନ୍ତି, ତୈଳ ଦର ସାଧାରଣ ଲୋକଙ୍କୁ ବହୁତ…

ତୈଳ ଦର ବୃଦ୍ଧିର ପ୍ରତିବାଦ, ୧୫ ତାରିଖରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ୱର: ତୈଳ ଦର ବୃଦ୍ଧି ପ୍ରତିବାଦରେ ଓଡ଼ିଶା କଂଗ୍ରେସ ଦେଇଛି ବନ୍ଦ ଡାକରା । ଆସନ୍ତା ୧୫ ତାରିଖରେ ରାଜ୍ୟରେ ବନ୍ଦ ପାଳନ କରିବ କଂଗ୍ରେସ । ଏହି ସୂଚନା ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ୧୫ ତାରିଖ ସକାଳ ୭ଟାରୁ ଦିନ ୧ଟା ଯାଏ ଓଡ଼ିଶା ବନ୍ଦ ପାଳନ କରିବ କଂଗ୍ରେସ ।…

କାର ଉପରେ ଆକ୍ରମଣ ଘଟଣା: ବିଜେପିକୁ ଟାର୍ଗେଟ କଲେ ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର: କେନ୍ଦୁଝରରେ ହୋଇଥିବା ଆକ୍ରମଣ ଘଟଣାକୁ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଟ୍ୱିଟ୍ । କାର୍ ଉପରେ ଆକ୍ରମଣ ଏବଂ ସୁରକ୍ଷାକର୍ମୀ ଓ ଡ୍ରାଇଭରଙ୍କୁ ମାଡ଼ ମାରିବା ଘଟଣାରେ ବିଜେପିକୁ ସେ ଟାର୍ଗେଟ କରିଛନ୍ତି । ନିରଞ୍ଜନ ଲେଖିଛନ୍ତି, ‘ଆକ୍ରମଣକାରୀ ବିଜେପି ଯୁବ ମୋର୍ଚ୍ଚାର…

କୃଷକଙ୍କ ଭାରତ ବନ୍ଦ ଡକରାକୁ ରାଜ୍ୟ କଂଗ୍ରେସର ସମର୍ଥନ

ଭୁବନେଶ୍ୱର: ଆସନ୍ତା ୮ ତାରିଖରେ କୃଷକ ସଂଗଠନ ଭାରତ ବନ୍ଦ ଡକରା ଦେଇଛି । ଏହାକୁ ସମର୍ଥନ କରିବ ଓଡ଼ିଶା କଂଗ୍ରେସ । ଏନେଇ ଭିଡିଓ ବାର୍ତ୍ତାରେ ସୂଚନା ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ସେ କହିଛନ୍ତି, କଂଗ୍ରେସ ଦଳ ଭାରତ ବନ୍ଦ ଡାକରାକୁ ସମର୍ଥନ କରୁଛି । ଚାଷୀମାନେ ଆମର…