Latest Odisha News

BREAKING NEWS

Browsing Tag

Niranjan Pujari

ଆମ ହସ୍ପିଟାଲ ଯୋଜନା, ପ୍ରକଳ୍ପର ପ୍ରଶାସନିକ ଅନୁମୋଦନ ପାଇଁ ଜିଲ୍ଲାପାଳଙ୍କୁ କ୍ଷମତା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ 5T ନୀତି ଅନୁସାରେ ପ୍ରଣିତ ଆମ ହସ୍ପିଟାଲ ଯୋଜନା ଅନ୍ତର୍ଭୁକ୍ତ ହସ୍ପିଟାଲ ଗୁଡ଼ିକର ରୂପାନ୍ତରଣ କାର୍ଯ୍ୟ ତ୍ୱରାନ୍ୱିତ କରିବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଆରୋପ କରିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ପ୍ରକଳ୍ପର…

ଗତବର୍ଷ ତୁଳନାରେ କୃଷିକୁ ୨୦% ଅଧିକ ବ୍ୟୟ ବରାଦ

ଭୁବନେଶ୍ୱର: ୨୦୨୩-୨୪ ଆର୍ଥିକ ବର୍ଷ ବଜେଟ୍ ବିଧାନସଭାରେ ଉପସ୍ଥାପିତ ହୋଇଛି । ପ୍ରଥମେ ଅର୍ଥମନ୍ତ୍ରୀ ଉପସ୍ଥାପନ କରିଥିଲେ କୃଷି ବଜେଟ୍ । ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ୨୪ ହଜାର ୮ ଶହ ୨୯ କୋଟି ଟଙ୍କାର ବ୍ୟୟବରାଦ ପ୍ରସ୍ତାବ ରଖାଯାଇଛି । ଗତବର୍ଷ ତୁଳନାରେ ୨୦ ପ୍ରତିଶତ ଅଧିକ ଓ ୨୦୧୬-୧୭…

ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ, କାଳିଆ ଯୋଜନା ପାଇଁ ୧୮୭୪ କୋଟି ଟଙ୍କା ବ୍ୟୟବରାଦ

ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଉପସ୍ଥାପନ କରିଛନ୍ତି ପୂର୍ଣ୍ଣାଙ୍ଗ ବଜେଟ୍ । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ କୋଟିର ବ୍ୟୟ ଅଟକଳ କରାଯାଇଛି । କାଳିଆ ଯୋଜନା ପାଇଁ ୧୮୭୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ କୃଷି…

ଭୋଟ୍ ଦେଲେ ହେଭିୱେଟ୍ ମନ୍ତ୍ରୀ

ଭୁବନେଶ୍ୱର: ଭୋଟ୍ ଦେଲେ ମନ୍ତ୍ରୀ । ଆଜି ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ୟ୍ୟାୟରେ ଭୋଟ୍ ଦେଇଛନ୍ତି ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା । ମହାଙ୍ଗା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜଳେଶ୍ୱରପୁର ପଞ୍ଚାୟତର ୧୧ ନମ୍ବର ବୁଥରେ ନିଜ ପରିବାର ସହ ଭୋଟ୍ ଦେଇଛନ୍ତି ମନ୍ତ୍ରୀ ପ୍ରତାପ ଜେନା…

୧ .୭୦ ଲକ୍ଷ କୋଟି ଟଙ୍କାର ବଜେଟ ଆଣିଲେ ଓଡିଶା ସରକାର

ଭୁବନେଶ୍ୱର: ରାଜ୍ୟ ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ଏଥି ମଧ୍ୟରେ ରହିଛି ପ୍ରଶାସନିକ ବ୍ୟୟ ବାବଦରେ ୮୫ ହଜାର କୋଟି, ଯୋଜନା ବ୍ୟୟ ବାବଦରେ ୭୫ ହଜାର ଟଙ୍କା କୋଟି, ବିପର୍ଯ୍ୟୟ ପରିଚାଳନା ବାବଦରେ…

ଆଜି ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ଆଜି ଅର୍ଥମନ୍ତ୍ରୀ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ । ଶନିବାର ବସିଥିବା ସର୍ବଦଳୀୟ ବୈଠକ ଅନୁସାରେ ଆଜି ଗୃହରେ ଧାନ କିଣା ପ୍ରସଙ୍ଗରେ ୨ ଘଣ୍ଟା ଆଲୋଚନା ହେବ । ଆଲୋଚନା ପରେ ଅପରାହ୍ଣରେ ବଜେଟ୍ ଉପସ୍ଥାପନ ହୋଇପାରେ । ପୂର୍ବରୁ…

୨୦୧୯-୨୦ ଆର୍ଥୀକ ବର୍ଷରେ ୪୫,୫୦୦ କୋଟି ରାଜସ୍ୱ ସଂଗ୍ରହ ଓଡିଶାର ଲକ୍ଷ୍ୟ

ଭୁବନେଶ୍ୱର: ଓଡିଶା ସରକାର ୨୦୧୯-୨୦ ଆର୍ଥୀକ ବର୍ଷରେ ପ୍ରାୟ ୪୫,୫୦୦ କୋଟି ରାଜସ୍ୱ ସଂଗ୍ରହ କରିବା ଲକ୍ଷ୍ୟ ରଖିଛନ୍ତି ବୋଲି ଅର୍ଥମନ୍ତ୍ରୀ ନରଞ୍ଜନ ପୁଜାରୀ ସୋମବାର ଦିନ ବିଧାନସଭାରେ କହିଛନ୍ତି । ଗୃହର ପ୍ରଶ୍ନକାଳ ସମୟରେ ମନ୍ତ୍ରୀ ପୂଜାରୀ କହିଛନ୍ତି ଯେ, ୨୦୧୯ ମସିହା ଜୁନ୍ ମାସ…