Latest Odisha News

BREAKING NEWS

Browsing Tag

Nirmala Mishra

ନିର୍ମଳା ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ବିଶିଷ୍ଟ ଗାୟିକା ଶ୍ରୀମତୀ ନିର୍ମଳା ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହଛନ୍ତି ଯେ ସ୍ୱର୍ଗତ ନିର୍ମଳା ମିଶ୍ର ଜଣେ ଉଚ୍ଚକୋଟୀର ଗାୟିକା ଭାବରେ ଓଡ଼ିଆ ସଂଗୀତ ଜଗତରେ ସୁନାମ ଅର୍ଜନ କରିଥିଲେ।…

ପରଲୋକରେ ଗାୟିକା ନିର୍ମଳା ମିଶ୍ର

ଭୁବନେଶ୍ୱର : ବିଶିଷ୍ଟ ଗାୟିକା ନିର୍ମଳା ମିଶ୍ରଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଲାଙ୍କୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା ହୃଦ୍‌ଘାତ ଯୋଗୁ କଲିକତାର ସଲ୍ଟଲେକସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଥିଲା । ସ୍ୱର୍ଗତଃ ମିଶ୍ର ପ୍ରଥମ କରି ୧୯୬୦ ମସିହାରେ ଶ୍ରୀ ଲୋକନାଥ ଚଳଚ୍ଚିତ୍ରରେ…