Latest Odisha News

BREAKING NEWS

Browsing Tag

Nirmala sitharaman

ବଡ ଘୋଷଣା, ନୂଆ କର୍ମଚାରୀଙ୍କ ଇପିଏଫ୍ ଭରିବ କେନ୍ଦ୍ର

ନୂଆଦିଲ୍ଲୀ: କରୋନା ମହାମାରୀ ଭିତରେ ଆତ୍ମନିର୍ଭର ଭାରତ ୩.୦ ଘୋଷଣା କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଦେଶରେ ଆର୍ଥିକ ଅଭିବୃଦ୍ଧିକୁ ସୁଦୃଢ଼ କରିବା ସହ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ନିମନ୍ତେ ଏହି ଘୋଷଣା କରାଯାଇଛି । ମୁଖ୍ୟତଃ ସଂଗଠିତ କ୍ଷେତ୍ରରେ ଅଧିକ…

କରୋନା ପାଇଁ ଏବର୍ଷ କମିଛି ଜିଏସ୍‌ଟି ଆଦାୟ

ନୂଆଦିଲ୍ଲୀ: ମହାମାରୀ କରୋନା ଯୋଗୁଁ ଦେଶରେ ଜିଏସ୍‌ଟି ଆଦାୟ କମିଛି । ଚଳିତ ବର୍ଷ ଜିଏସ୍‌ଟି ସଂଗ୍ରହ ୨.୩୫ ଲକ୍ଷ କୋଟି ଟଙ୍କା କମ୍ ରହିଥିବା ସୂଚନା ଦେଇଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଆଜି ୪୧ତମ ଜିଏସ୍‌ଟି ବୈଠକ ବସିଥିଲା । ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

‘ଗରିବ କଲ୍ୟାଣ ରୋଜଗାର ଅଭିଯାନ’: ଲାଭବାନ ହେବେ ୬ ରାଜ୍ୟର ଶ୍ରମିକ

ନୂଆଦିଲ୍ଲୀ: କରୋନା ସଙ୍କଟ ମଧ୍ୟରେ ହଜାର ହଜାର ପ୍ରବାସୀ ଶ୍ରମିକ ନିଜ ଘରକୁ ଫେରିଛନ୍ତି । ସେମାନେ ରୋଜଗାର ସଙ୍କଟ ମଧ୍ୟରେ ଗତି କରୁଛନ୍ତି । ଏହା ମଧ୍ୟରେ କେନ୍ଦ୍ର ସରକାର ଗରିବ କଲ୍ୟାଣ ରୋଜଗାର ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି । ଏହାକୁ ଜୁନ ୨୦ ତାରିଖରେ ଲଞ୍ଚ କରାଯିବ ।…

ଆଜିଠୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ; ଆର୍ଥିକ ସର୍ଭେ ହେବ ଉପସ୍ଥାପିତ

ନୂଆଦିଲ୍ଲୀ: ସଂସଦରେ ବଜେଟ୍ ଅଧିବେଶନ ଶୁକ୍ରବାର ଦିନଠାରୁ ଆରମ୍ଭ ହେବାକୁ ଥିବାବେଳେ ଫେବୃଆରି ୧ ତାରିଖରେ ଗୃହରେ ଅନ୍ତରୀଣ ବଜେଟ୍ ଉପସ୍ଥାପନା କରାଯିବ । ଏହି ବଜେଟର ପ୍ରଥମ ଦିନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅଧିବେଶନକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଅଭିଭାଷଣ…

ବିକାଶ ଦର କମିଛି, କିନ୍ତୁ ଆର୍ଥିକ ମାନ୍ଦାବସ୍ଥା ନାହିଁ: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବୁଧବାର ଦେଶରେ ଆର୍ଥିକ ଅବସ୍ଥା ଉପରେ ନିଜର ବକ୍ତବ୍ୟ ରଖିଛନ୍ତି |ରାଜ୍ୟସଭା ରେ ବୁଧବାର ଦିନ ନିଜର ବକ୍ତବ୍ୟ ରଖି କହିଥିଲେ ଯେ, ଦେଶରେ ଆର୍ଥିକ ବିକାଶ ଦର କମିଛି, ହେଲେ ମାନ୍ଦା ଅବସ୍ଥା ନାହିଁ | "ଯଦି ଅର୍ଥବ୍ୟବସ୍ଥାକୁ ଠିକ ଢଙ୍ଗରେ…