ବଜେଟରେ ଆୟକର ଛାଡ: କାହାକୁ ମିଳିବ କେତେ ଫାଇଦା ?
ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ମୋଦି ସରକାରଙ୍କ ୨ୟ ପାଳିର ବଜେଟ ଉପସ୍ଥାପନ କରିଛନ୍ତି । ବଜେଟରେ ଅର୍ଥମନ୍ତ୍ରୀ ଆୟକରକୁ ନେଇ ବଡ ଘୋଷଣା କରିଛନ୍ତି । ଅର୍ଥମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ବାର୍ଷିକ ଆୟକର ସୀମା ସ୍ଲାବ ୫ ଲକ୍ଷରୁ ୭ ଲକ୍ଷକୁ ବୃଦ୍ଧି କରାଯାଇଛି…