Latest Odisha News

BREAKING NEWS

Browsing Tag

NIT-Rourkela

ରାଉରକେଲା NITରେ ପଶିଲା କରୋନା

ରାଉରକେଲା: ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି(NIT)ରେ ପଶିଲା କରୋନା । ତିନି ଜଣ ଛାତ୍ରଛାତ୍ରୀ ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ଭିତରେ ଅଛନ୍ତି ଦୁଇ ଜଣ ଛାତ୍ର ଓ ଜଣେ ଛାତ୍ରୀ । ସେମାନଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ବାହାରିଛି । ସଂକ୍ରମିତ ତିନି ଛାତ୍ରଛାତ୍ରୀ ଏବେ…

ଦେଶର ସମସ୍ତ ଏନଆଇଟି ମଧ୍ୟରେ ଶୀର୍ଷରେ ରହିଛି ‘ଏନଆଇଟି-ରାଉରକେଲା’

ଭୁବନେଶ୍ୱର: ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଏନଆଇଟି) ରାଉରକେଲାକୁ ଉଦୀୟମାନ ଅର୍ଥନୀତି ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ୨୦୧-୨୫୦ ମଧ୍ୟରେ ସ୍ଥାନିତ କରାଯାଇଛି। ଦେଶର ସମସ୍ତ ଏନଆଇଟି ମଧ୍ୟରେ ଏନଆଇଟି-ରାଉରକେଲା ଶୀର୍ଷ ସ୍ଥାନ ଅଧିକାର କରିଛି। ଟାଇମ୍ସ ଉଚ୍ଚଶିକ୍ଷା ଦ୍ବାରା…

ଏନଆଇଟି କ୍ୟାମ୍ପସ୍ ଛାଡ଼ିବାକୁ ଛାତ୍ରଛାତ୍ରୀଙ୍କୁ ଅନୁମତି

ରାଉରକେଲା: ରାଉରକେଲା ଏନଆଇଟିରୁ ଗତ ୫ ଦିନ ମଧ୍ୟରେ ୧୪ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ପରେ ପ୍ରଶାସନ ପଦକ୍ଷେପ ନେଇଛି । କରୋନା ସଂକ୍ରମଣ ଯେଭଳି ନବ୍ୟାପେ ସେଥିପ୍ରତି ଦୃଷ୍ଟି ଦେଇଛନ୍ତି ଏନଆଇଟି କର୍ତ୍ତୃପକ୍ଷ । କରୋନା ଟେଷ୍ଟ ନେଗେଟିଭ୍ ଆସିଥିବା ଛାତ୍ରଛାତ୍ରୀ ହଷ୍ଟେଲ ଛାଡ଼ି…

ଅଫଲାଇନ୍ ବଦଳରେ ଅନଲାଇନରେ ପରୀକ୍ଷା କରିବା ଲାଗି NIT କର୍ତ୍ତୃପକ୍ଷଙ୍କ ନିଷ୍ପତ୍ତି

ରାଉରକେଲା: ଏନଆଇଟିରେ ୩ ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ହେବା ପରେ ଅଫଲାଇନ୍ ପରୀକ୍ଷାକୁ ବିରୋଧ କରାଯାଉଥିଲା । ଛାତ୍ରଛାତ୍ରୀଙ୍କ ବିରୋଧ ପରେ ଏନଆଇଟି କର୍ତ୍ତୃପକ୍ଷ ଶେଷ ସେମିଷ୍ଟାର ପରୀକ୍ଷାକୁ ଅନଲାଇନରେ କରିବାକୁ ନିଷ୍ପତ୍ତି ନେଇଛନ୍ତି । କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ…