Latest Odisha News

BREAKING NEWS

Browsing Tag

NIT

ଏନ୍ଆଇଟି ରାଉରକେଲାର ନିଖୋଜ କର୍ମଚାରୀଙ୍କ ମୃତଦେହ ଝରଣା ନିକଟରୁ ଠାବ

ରାଉରକେଲା: ନିଖୋଜର ୨ ଦିନ ପରେ ଏନଆଇଟି ରାଉରକେଲାର କର୍ମଚାରୀଙ୍କ ମୃତଦେହ ମିଳିଛି । ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ଅଞ୍ଚଳର ଝରଣା ନିକଟରୁ ମୃତଦେହ ମଙ୍ଗଳବାର ମୃତଦେହ ଉଦ୍ଧାର କରାଯାଇଛି । ଝରଣାରେ ଖସି ପଡ଼ିବା ପରେ ୨ ଦିନ ହେଲା ନିଖୋଜ ଥିଲେ କର୍ମଚାରୀ ଜଣଙ୍କ । ଓଡ୍ରାଫ୍, ଅଗ୍ନିଶମ…

ଆଜି ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି

ଭୁବନେଶ୍ୱର: ତିନି ଦିନିଆ ଓଡିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ସକାଳ ୯ଟାରେ ଶ୍ରୀ କୋବିନ୍ଦ କାରକେଡରେ ରାଜଭବନରୁ ବାହାରି ୯ଟା ୫ରେ ବିମାନ ବନ୍ଦରରେ ପହଞ୍ଚିବେ । ସେଠାରୁ ୯ଟା ୧୫ମିନିଟରେ ଝାରସୁଗୁଡା ବିମାନବନ୍ଦର ଅଭିମୁଖେ ବିମାନରେ ଯିବେ । ସେଠାରେ ୯ଟା ୫୫ରେ…

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ୱର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ସନ୍ଧ୍ୟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ଶନିବାର ସନ୍ଧ୍ୟା ପ୍ରାୟ ୬ଟା ୨୫ରେ ଭୁବନେଶ୍ୱର ବିମାନବନ୍ଦରରେ ରାଷ୍ଟ୍ରପତି ପହଞ୍ଚିବେ । ସେଠାରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର ଦିଆଯିବା ପରେ ସିଧା…

ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ୨୧ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସି ରାଉରକେଲା ଯିବେ । ସେଠାରେ ଏନଆଇଟିର ଅଷ୍ଟାଦଶ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ରାଷ୍ଟ୍ରପତିଙ୍କ ଗସ୍ତ…

ରାଉରକେଲା ଏନଆଇଟି ଛାତ୍ର ପ୍ରସ୍ତୁତ କଲେ ଘାତକ କରୋନା ଭାଇରସର ମୋବାଇଲ୍ ଆପ୍ !

ରାଉରକେଲା: ସମଗ୍ର ବିଶ୍ୱରେ ଏବେ କରୋନା ଭୂତାଣୁ ଆତଙ୍କ ସୃଷ୍ଟି କରିଥିବା ବେଳେ ରାଉରକେଲା ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଏନଆଇଟି)ର ଜଣେ ଛାତ୍ର ଏହି ଘାତକ ଜୀବାଣୁ ନିରାକରଣ ଲାଗି ଏକ ମୋବାଇଲ୍ ଆପ୍ ପ୍ରସ୍ତତ କରିଛନ୍ତି । ଏନେଇ ଗଣମାଧ୍ୟମକୁ ସୂଚନା ପ୍ରଦାନ କରି ପିଏଚଡ଼ି…

ରାଉରକେଲା: ଏନଆଇଟି କ୍ୱାଟର୍ସରୁ ଶିକ୍ଷକ ଓ ତାଙ୍କ ପତ୍ନୀଙ୍କ ମୃତଦେହ ଉଦ୍ଧାର

ରାଉରକେଲା: ରାଉରକେଲାସ୍ଥିତ ଏନଆଇଟି କଲେଜ ପରିସରରେ ଥିବା ଷ୍ଟାଫ୍ କ୍ୱାଟର୍ସରୁ ଶନିବାର ଦିନ ଜଣେ ସହକାରୀ ପ୍ରଫେସର ଓ ତାଙ୍କ ପତ୍ନୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏହି କ୍ୱାଟର୍ସର (ଏଫଆର୍-ଏ/୧୦୨) ରୁମ୍ ମଧ୍ୟରୁ ସହକାରୀ ପ୍ରଫେସର ଆର. ଜୟ ବାଲାନ୍ (୩୮) ଏବଂ ତାଙ୍କ ୩୫ ବର୍ଷୀୟ…

ରାଉରକେଲା : ଏନଆଇଟି କଲେଜ ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ରାଉରକେଲା : ରାଉରକେଲା ସ୍ଥିତ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଏନଆଇଟି) କଲେଜର ହଷ୍ଟେଲ କୋଠରୀ ମଧ୍ୟରୁ ସୋମବାର ଦିନ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଏସ୍ ମୁରିଦ ଅସଲମ୍ ଏନଆଇଟିର ଦ୍ୱୀତୀୟ ବର୍ଷର ଛାତ୍ର ହୋଇଥିବା ବେଳେ ସେ ଖୋର୍ଦ୍ଧା ଅଞ୍ଚଳର ବୋଲି ଜଣାପଡ଼ିଛି ।…