Latest Odisha News
Browsing Tag

NITI Aayog

ନୀତି ଆୟୋଗ ବୈଠକରେ ଯୋଗ ଦେବେନି ମମତା, ନୀତିଶ, କେଜ୍ରିୱାଲ ଓ ଭଗୱନ୍ତ ମନ୍

ନୂଆଦିଲ୍ଲୀ: ନୂତନ ସଂସଦ ଭବନ ଉଦଘାଟନକୁ ନେଇ ବିରୋଧୀ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ତିକ୍ତତା ଲାଗି ରହିଛି । ଆଉ ଯାହାର ପ୍ରଭାବ ଶନିବାର ମେ ୨୭ ତାରିଖରେ ଦିଲ୍ଲୀରେ ବସିବାକୁ ଥିବା ନୀତି ଆୟୋଗ ବୈଠକରେ ପଡ଼ିବାକୁ ଯାଉଛି । ନୀତି ଆୟୋଗରେ ସାମିଲ୍ ହେବାକୁ ମନା କରିଛନ୍ତି ପଶ୍ଚିମବଙ୍ଗ…

ନୀତି ଆୟୋଗ ପରିଚାଳନା ପରିଷଦର ସପ୍ତମ ବୈଠକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୀତି ଆୟୋଗର ପରିଚାଳନା ପରିଷଦର ସପ୍ତମ ବୈଠକରେ ଅନେକ ବିଷୟରେ ଆଲୋଚନା କରିଛନ୍ତି ।  ସହଯୋଗୀ ସଂଘୀୟ ବ୍ୟବସ୍ଥାକୁ ସମ୍ମାନ ଦେଇ ଭାରତର ସବୁ ରାଜ୍ୟମାନଙ୍କର ମିଳିତ ପ୍ରୟାସ କାରଣରୁ କୋଭିଡ ଭଳି ମହାମାରୀରୁ ଭାରତ ମୁକୁଳି ପାରିଛି  ବୋଲି…

ପରମେଶ୍ୱର ଆୟର ହେବେ ନୀତି ଆୟୋଗ ସିଇଓ

ନୂଆଦିଲ୍ଲୀ: ପରମେଶ୍ୱର ଆୟର ହେବେ ନୀତି ଆୟୋଗ ସିଇଓ । ଡିଓପିଟି ବିଭାଗ ଏହି ସୂଚନା ଦେଇଛି । ବର୍ତ୍ତମାନର ସିଇଓ ଅମିତାଭ କାନ୍ତଙ୍କ ଅବସର ପରେ ପରମେଶ୍ୱର ଜୁଲାଇ ପହିଲାରୁ ନୀତି ଆୟୋଗ ମୁଖ୍ୟ ଭାବେ ଯୋଗ ଦେବେ । ଅମିତାଭଙ୍କ କାର୍ଯ୍ୟକାଳ ଜୁନ ମାସ ଶେଷ ଆଡ଼କୁ ଅନ୍ତ ହେଉଛି । ତାଙ୍କ ବଦଳରେ…

କୋରାପୁଟ ଜିଲ୍ଲାକୁ ପ୍ରଶଂସା କଲେ ନୀତି ଆୟୋଗ ସିଇଓ

ଭୁବନେଶ୍ୱର: କୋରାପୁଟ ଜିଲ୍ଲାକୁ ପ୍ରଶଂସା କରିଛନ୍ତି ନୀତି ଆୟୋଗ ସିଇଓ ଅମିତାଭ କାନ୍ତ । ଜିଲ୍ଲାର ସ୍ୱାସ୍ଥ୍ୟ ସେବା, ଶିକ୍ଷା ଏବଂ ଅନ୍ୟାନ୍ୟ ମୌଳିକ ଭିତ୍ତିଭୂମିକୁ ଉନ୍ନତ କରିଥିବା ହେତୁ କୋରାପୁଟ ନୀତି ଆୟୋଗର ଜିଲ୍ଲା ପ୍ରଦର୍ଶନ ତାଲିକା ଏପ୍ରିଲ ମାସ ପାଇଁ ସର୍ବୋତ୍ତମ ଜିଲ୍ଲା ଭାବେ…

ନୀତି ଆୟୋଗ ଆରମ୍ଭ କଲା ଡାଟା ଓ ଆନାଲିଟିକ୍ସ ପ୍ଲାଟଫର୍ମ

ଭୁବନେଶ୍ୱର: ନୀତି ଆୟୋଗ ପକ୍ଷରୁ ଜାତୀୟ ଡାଟା ଓ ଅନାଲିଟିକ୍ସ ପ୍ଲାଟଫର୍ମ (ଏନ୍‌ଡିଏପି) ସର୍ବସାଧାରଣଙ୍କ ବ୍ୟବହାର ପାଇଁ ଆଜିଠୁ ଆରମ୍ଭ କରାଯାଇଛି । ଏହି ପ୍ଲାଟଫର୍ମର ଉଦ୍ଦେଶ୍ୟ ହେଲା ସରକାରୀ ତଥ୍ୟାବଳୀକୁ ଲୋକଙ୍କୁ ସହଜରେ ଯୋଗାଇବା । ଏହା ଫଳରେ ସରକାରୀ ଡାଟା ସଂଗ୍ରହ ସହଜ, ଆନ୍ତଃ…

ଆଜି ନୀତି ଆୟୋଗ ଉପାଧ୍ୟକ୍ଷ ଓ ମୁଖ୍ୟମନ୍ତ୍ରୀଙ୍କ ବୈଠକ, ସ୍ୱତନ୍ତ୍ର ଫୋକସ ରାଜ୍ୟ ଦାବି ରଖିବ ଓଡ଼ିଶା

ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର । ଆଜି ରାଜ୍ୟ ସରକାରଙ୍କ ସହ ବୈଠକ ଅଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବରିଷ୍ଠ ଅଧିକାରୀଙ୍କ ସହ ନୀତି ଆୟୋଗ ଉପାଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଆଜି ଦିନ ୧୧ଟାରୁ ଗୋଟାଏ ଯାଏ…

ଦେଶରେ ଆକାଂକ୍ଷୀ ଜିଲ୍ଲା ତାଲିକାର ପ୍ରଥମ ସ୍ଥାନରେ ଗଜପତି, ପଞ୍ଚମରେ କୋରାପୁଟ

ନୂଆଦିଲ୍ଲୀ: ଦେଶର ଆକାଂକ୍ଷୀ ଜିଲ୍ଲା ତାଲିକାର ଟପ୍ ପୋଜିସନରେ ଓଡ଼ିଶାର ଦୁଇଟି ଜିଲ୍ଲା । ପ୍ରଥମ ଦଶଟି ସ୍ଥାନରେ ରହିଛନ୍ତି । ଆକାଂକ୍ଷୀ ଜିଲ୍ଲା ତାଲିକାର ପ୍ରଥମ ସ୍ଥାନ ଅଧିକାର କରିଛି ରାୟଗଡ଼ା ଜିଲ୍ଲା । ସେହିପରି ପଞ୍ଚମ ସ୍ଥାନରେ ଅଛି କୋରାପୁଟ । ୨୦୨୦ ଡିସେମ୍ବର ମାସ ପାଇଁ ନୀତି ଆୟୋଗ…

ଭାରତର ପ୍ରଥମ ସ୍ୱଦେଶୀ ଡିଜିଟାଲ ଆସେଟ୍ସ ମ୍ୟାନେଜମେଣ୍ଟ ପ୍ଲାଟଫର୍ମ ଲଞ୍ଚ

ନୂଆଦିଲ୍ଲୀ: ନୀତି ଆୟୋଗ ସିଇଓ ଅମିତାଭ କାଣ୍ଟ ବୁଧବାର ଦିନ ଭାରତର ପ୍ରଥମ ଡିଜିଟାଲ ଆସେଟ୍ସ ମ୍ୟାନେଜମେଣ୍ଟ ପ୍ଲାଟଫର୍ମ ଡିଜିବକ୍ସକ୍ସ ଲଞ୍ଚ କରିଛନ୍ତି। ଏହା ସହିତ, କାଣ୍ଟ ଏକ ଆକାଉଣ୍ଟ ପାଇଁ ସାଇନ୍ ଅପ୍ କରି ତାଙ୍କୁ ଏକ ଭାରତୀୟ ଡିଜିଟାଲ୍ ଫାଇଲ୍ ଷ୍ଟୋରେଜ୍, ଅଂଶୀଦାର ଏବଂ ପରିଚାଳନା…