Latest Odisha News

BREAKING NEWS

Browsing Tag

Nitish Kumar

ବିରୋଧୀଙ୍କ ୨୪ ଫର୍ମୁଲା, ପ୍ରତ୍ୟେକ ବିଜେପି ପ୍ରାର୍ଥୀ ବିରୋଧରେ ଜଣେ ବିରୋଧୀ ପ୍ରାର୍ଥୀ !

ଭୁବନେଶ୍ୱର: ଆଉ ଦୁଇ ଦିନ ପରେ ବିହାରର ପାଟନାରେ ଏକାଠି ହେବେ ବିରୋଧୀ। ଆଗାମୀ ନିର୍ବାଚନ ପୂର୍ବରୁ ଏହା ବିରୋଧୀଙ୍କ ପାଇଁ ଏକ ବଡ଼ ଦିନ ବୋଲି ବିଚାର କରାଯାଉଛି। ବିଜେପିକୁ ସତ୍ତାରୁ ବାହାର କରିବା ପାଇଁ ବିରୋଧୀ ପାଟନା ବୈଠକରେ ରଣନୀତି ପ୍ରସ୍ତୁତ କରିବେ। ବିହାର ମୁଖ୍ୟମନ୍ତ୍ରୀ ନୀତିଶ…

‘ବିହାର ରାଜନୀତି’, ନୀତିଶଙ୍କ ପାଦତଳୁ ମାଟି ଖସୁଛି!

ଭୁବନେଶ୍ୱର: ବିରୋଧୀଙ୍କୁ ଏକାଠି କରି ମୋଦିଙ୍କୁ ସତ୍ତାରୁ ହଟାଇବାକୁ ଯୋଜନାବଦ୍ଧ ଭାବେ ଆଗେଇ ଚାଲିଥିବା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଝଟକା। ଆଗାମୀ ୨୩ ତାରିଖରେ ପାଟନାରେ ବିରୋଧୀଙ୍କ ବୈଠକ ପାଇଁ ଜୋରଦାର ପ୍ରସ୍ତୁତି ଚାଲିଥିବା ବେଳେ ବିହାରରୁ ଏକ ବଡ଼ ଖବର ଆସିଛି। ବିହାରର…

ନୀତି ଆୟୋଗ ବୈଠକରେ ଯୋଗ ଦେବେନି ମମତା, ନୀତିଶ, କେଜ୍ରିୱାଲ ଓ ଭଗୱନ୍ତ ମନ୍

ନୂଆଦିଲ୍ଲୀ: ନୂତନ ସଂସଦ ଭବନ ଉଦଘାଟନକୁ ନେଇ ବିରୋଧୀ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ତିକ୍ତତା ଲାଗି ରହିଛି । ଆଉ ଯାହାର ପ୍ରଭାବ ଶନିବାର ମେ ୨୭ ତାରିଖରେ ଦିଲ୍ଲୀରେ ବସିବାକୁ ଥିବା ନୀତି ଆୟୋଗ ବୈଠକରେ ପଡ଼ିବାକୁ ଯାଉଛି । ନୀତି ଆୟୋଗରେ ସାମିଲ୍ ହେବାକୁ ମନା କରିଛନ୍ତି ପଶ୍ଚିମବଙ୍ଗ…

ଅଧ୍ୟାଦେଶ ଅଡ଼ୁଆ, ବିଜେପି ବିରୋଧୀଙ୍କୁ ଭେଟି ସମର୍ଥନ ଲୋଡ଼ିବେ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀର ପ୍ରକୃତ ବସ୍ ଦିଲ୍ଲୀ ସରକାର ବୋଲି ସୁପ୍ରିମକୋର୍ଟଙ୍କ ରାୟର ୮ ଦିନ ପରେ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶ ପୁଣି ଉପରାଜ୍ୟପାଳଙ୍କୁ ସବୁ କ୍ଷମତା ଦେଇଛି । ଯାହାକି ସମ୍ବିଧାନ ବିରୋଧୀ ବୋଲି ଆମ୍ ଆଦମୀ ପାର୍ଟି କହିବା ସହ ବିରୋଧୀଙ୍କୁ ଏ ପ୍ରସଙ୍ଗରେ ଏକାଠି ହେବାକୁ…

‘ନୀତିଶ କୁମାର’, ନିଜେ ଯୋଡୁଛନ୍ତି କିନ୍ତୁ ନିଜର ଭାଙ୍ଗୁଛି

ଭୁବନେଶ୍ୱର: ଗୋଟିଏ ପଟେ ବିରୋଧୀଙ୍କୁ ଯୋଡିବାରେ ଲାଗିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର। ସାରା ଦେଶର ବିଭିନ୍ନ ଅଣବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ବିରୋଧୀ ଦଳ ଗୁଡ଼ିକର ମୁଖିଆଙ୍କୁ ଭେଟୁଛନ୍ତି। ପାଟନାରେ ବିରୋଧୀଙ୍କ ମହାମେଳି ପାଇଁ ପ୍ରସ୍ତୁତି ଜୋରଦାର କରୁଛନ୍ତି।…

ନବୀନ ନିବାସରେ ନୀତିଶ କୁମାର, ଏୟାରପୋର୍ଟରୁ ସିଧା ଗଲେ ଭେଟିବାକୁ…

ଭୁବନେଶ୍ୱର: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସିଧା ନବୀନ ନିବାସ ଯାଇଛନ୍ତି । ନବୀନ ନିବାସରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଆଲୋଚନା କରୁଛନ୍ତି ନୀତିଶ କୁମାର । ସୂଚନା ଅନୁସାରେ, ୨ ମୁଖ୍ୟମନ୍ତ୍ରୀ…

ଆସନ୍ତା ୯ ତାରିଖରେ ନବୀନଙ୍କୁ ଭେଟିବେ ନୀତିଶ କୁମାର

ଭୁବନେଶ୍ୱର: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ତଥା ଜେଡିୟୁ ମୁଖ୍ୟ ନୀତିଶ କୁମାର ଆସନ୍ତା ୯ ତାରିଖରେ ଓଡ଼ିଶା ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ନୀତିଶ ବିରୋଧୀଙ୍କୁ ଏକାଠି କରିବାକୁ ଚେଷ୍ଟା କରୁଥିବା ବେଳେ ନବୀନଙ୍କୁ ଭେଟିବାକୁ…

ଓଡିଶା ଓ ଝାଡଖଣ୍ଡ ଉପରେ ନୀତିଶଙ୍କ ଆଖି !

ଭୁବନେଶ୍ୱର: ଦେଶରେ ବିରୋଧୀ ଦଳଗୁଡିକୁ ଏକାଠି କରିବାରେ ଲାଗି ପଡିଥିବା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ନେଇ ଚର୍ଚ୍ଚା ଆହୁରି ବଢ଼ିବାରେ ଲାଗିଛି। ବିଜେପି ବିରୋଧୀ ଲଢ଼େଇକୁ ନିର୍ଣ୍ଣାୟକ ରୂପ ଦେବା ପାଇଁ ନିଜର ସମସ୍ତ ଶକ୍ତି ଖଟାଇ ଦେଇଛନ୍ତି ନୀତିଶ। ଏହି କ୍ରମରେ ନୀତିଶ…

ନୀତିଶଙ୍କ ମିଶନ ୧୨୦ !

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ସବୁ ଦଳ ନିଜ ନିଜର ରଣନୀତି ପ୍ରସ୍ତୁତ କରିବାରେ ଲାଗି ପଡିଛନ୍ତି। ଏଭଳି ସ୍ଥିତିରେ ଆଗାମୀ ନିର୍ବାଚନ ବିଜେପି ଭର୍ସେସ ବିରୋଧୀଙ୍କ ମଧ୍ୟରେ ହେବ। ସେଥିପାଇଁ ନୀତିଶଙ୍କ ନେତୃତ୍ୱରେ ବିରୋଧୀ ଏକ ହେଉଥିବା କୁହାଯାଉଛି। ଏଭଳି ସ୍ଥିତିରେ ନୀତିଶଙ୍କ…

ମୋଦିଙ୍କୁ ହଟାଇବାକୁ ନୀତିଶଙ୍କ ନକ୍ସା!

ଭୁବନେଶ୍ୱର: ଖୁବ ଶୀଘ୍ର ରୂପ ନେବ ବିରୋଧୀ ମେଣ୍ଟ। କଂଗ୍ରେସ ସମେତ ଦେଶର ଅନ୍ୟ ପ୍ରମୁଖ ବିରୋଧୀମାନେ ଗୋଟିଏ ସ୍ଥାନରେ ଏକାଠି ହୋଇ ୨୦୨୪ ପାଇଁ ରଣନୀତି ପ୍ରସ୍ତୁତ କରିବେ। କର୍ଣ୍ଣାଟକ ନିର୍ବାଚନ ଫଳାଫଳ ପରେ ବିରୋଧୀଙ୍କ ଏହି ମହା ବୈଠକ ବସିବ। ତାହା ପୁଣି ବିହାରର ପାଟନାରେ। ଏଭଳି କିଛି…