କମୁଛି କରୋନା : ୧୫ ରାଜ୍ୟରେ ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନ
ନୂଆଦିଲ୍ଲୀ : ଦେଶରେ ସୁଧୁରୁଛି କରୋନା ସ୍ଥିତି । କରୋନାରେ ଗତ ୨୪ ଘଣ୍ଟାରେ ଦେଶର ୧୫ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ କାହାର ମୃତ୍ୟୁ ହୋଇନଥିବା ସରକାର ଘୋଷଣା କରିଛନ୍ତି । ଦେଶରେ ବିଗତ ୫ ସପ୍ତାହ ହେଲାଣି କରୋନା ସଂକ୍ରମଣ ହାର ହ୍ରାସ ପାଉଛି । ସେହିପରି ଗତ ଗୋଟିଏ ସପ୍ତାହ…