ହେବନି ବାତ୍ୟା: IMD
ଭୁବନେଶ୍ୱର: ଅବପାତରେ ପରିଣତ ହୋଇଛି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏହାର ପ୍ରଭାବରେ ଆଜିଠାରୁ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ହେଲେ ଏହି ଅବପାତ ବାତ୍ୟାରେ ପରିଣତ ହେବ ନାହିଁ । ବାତ୍ୟା ଭୟ ନଥିବା ନେଇ ସୂଚନା ଦେଇଛନ୍ତି ଆଇଏମ୍ଡି ଡିଜି…