[ଦେଖନ୍ତୁ ଭିଡିଓ] ଏମାର ମଠ ପରିସରରୁ ବାହାରିଲା ପୁରାତନ ସିଂହ ମୂର୍ତ୍ତି
ପୁରୀ : ପୁରୀ ଏମାର ମଠ ପରିସରରେ ମାଟି ଖନନ ବେଳେ ବାହାରିଲା କାରୁକାର୍ଯ୍ୟପୂର୍ଣ୍ଣ ସିଂହ ମୂର୍ତ୍ତି । ଦୁଇ ଖଣ୍ଡ ଅବସ୍ଥାରେ ଅତ୍ୟନ୍ତ କାରୁକାର୍ଯ୍ୟ ପୂର୍ଣ୍ଣ ସିଂହର ଅବୟବ ମିଳିଛି । ହେଲେ ଏହା ଗୋଟିଏ ସିଂହମୂର୍ତ୍ତିର ଅବୟବ କିମ୍ବା ଦୁଇଟି ସିଂହମୂର୍ତ୍ତିର ଅବୟବ ତାହା ଅସ୍ପଷ୍ଟ ରହିଛି ।…