Latest Odisha News

BREAKING NEWS

Browsing Tag

No More

ବିଷ୍ଣୁଙ୍କ ଶେଷ କବିତା !

ଭୁବନେଶ୍ୱର :  ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ଶପଥ ନେଇଥିଲେ । ସେଥିପାଇଁ ଦେଶ ବିଦେଶରୁ ଶୁଭେଚ୍ଛାର ସୁଅ ଛୁଟୁଥାଏ ।ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଶପଥ ନେଇଥିବାରୁ ଓଡ଼ିଆ ମାନଙ୍କ ପାଇଁ ଗର୍ବ ଓ ଗୌରବର ଦିନଥାଏ  । ସେଥିପାଇଁ ଓଡ଼ିଆ ଝିଅ ଦ୍ରୌପଦୀ…

ପୂର୍ବତନ ଓଡିଶା ସାଂସଦଙ୍କ ପରଲୋକ

ଭୁବନେଶ୍ୱର: ସୁନ୍ଦରଗଡର ପୂର୍ବତନ ସାଂସଦ ତଥା କଂଗ୍ରେସ ନେତା ମୋରିସ୍ କୁଜୁରଙ୍କର ରବିବାର ଦିନ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ସେ ୧୯୮୪ ମସିହାରେ କଂଗ୍ରେସ ଟିକେଟରେ ସୁନ୍ଦରଗଡ ଲୋକସଭା ଆସନରୁ…