ଓଡ଼ିଶାରେ ଆସିନି କରୋନାର ଥାର୍ଡ ଓ୍ୱେଭ୍
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଏବେ ସ୍ଥିର ଅଛି । ଓଡ଼ିଶାରେ ଥାର୍ଜ ଓ୍ୱେଭ୍ ଆକଳନ କରାଯାଇଛି । କିନ୍ତୁ ତୃତୀୟ ଲହର ଆସିନାହିଁ । ଏହି ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ସେ କହିଛନ୍ତି, ଆମେ ବର୍ତ୍ତମାନ ସେକେଣ୍ଡ ଓ୍ୱେଭରେ ଅଛୁ ।
ମାଡ୍ରାସ ଇନଷ୍ଟିଚ୍ୟୁଟ ଯେଉଁ…