Latest Odisha News
Browsing Tag

nomination

ଅତାବିରା NAC ନିର୍ବାଚନ, ନାମାଙ୍କନରେ ବିଜେଡିର ଶକ୍ତି ପ୍ରଦର୍ଶନ

ବରଗଡ଼: ଆସନ୍ତା ୩ ତାରିଖରେ ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାଚନ ଲାଗି ଭୋଟ୍ ଗ୍ରହଣ ହେବ । ୧୨ ୱାର୍ଡ ବିଶିଷ୍ଟ ଅତାବିରା ଏନଏସି ପାଇଁ ଆଜି ବିଜୁ ଜନତା ଦଳର ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ଅବସରରେ ବିଜେଡି ଶକ୍ତି ପ୍ରଦର୍ଶନ କରିଛି । ଏହି ଅବସରରେ…

ପଦ୍ମପୁର ଉପନିର୍ବାଚନ, ଶେଷଦିନରେ ନାମାଙ୍କନ ଭରିଲେ ୩ ଦଳର ପ୍ରାର୍ଥୀ

ବରଗଡ଼: ଆନ୍ଦୋଳନ, ଛକାପଞ୍ଛା ଭିତରେ ପଦ୍ମପୁର ଉପନିର୍ବାଚନ ପାଇଁ ୩ ଦଳ ଶେଷ ଦିନରେ ନାମାଙ୍କନ ଭରିଛନ୍ତି । ପ୍ରଥମେ ବିଜେଡିରୁ ଦିବଙ୍ଗତ ବିଧାୟକ ବରିହାଙ୍କ ଝିଅ ବର୍ଷା ନାମାଙ୍କନ କରିଥିବା ବେଳେ ବିଜେପିରୁ ପ୍ରଦୀପ ପୁରୋହିତ ଓ କଂଗ୍ରେସରୁ ସତ୍ୟ ଭୂଷଣ ସାହୁ ଦାଖଲ କରିଛନ୍ତି ପ୍ରାର୍ଥିପତ୍ର…

ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ୟଶୱନ୍ତ ସିହ୍ନା

ନୂଆଦିଲ୍ଲୀ: ମିଳିତ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ୟଶୱନ୍ତ ସିହ୍ନା ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ନାମାଙ୍କନ ପତ୍ର ଦାଖଲ ବେଳେ ଏକାଧିକ ବିରୋଧୀ ଦଳ ନେତା ଉପସ୍ଥିତ ଥିଲେ । ୟଶବନ୍ତଙ୍କ ସହ ଏନସିପି ମୁଖ୍ୟ ଶରଦ ପାୱାର ଓ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଉପସ୍ଥିତ ଥିଲେ ।…

ରାଷ୍ଟ୍ରପତି ପଦବୀ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ଆଜି ଏନ୍‌ଡିଏର  ରାଷ୍ଟ୍ରପତି  ପ୍ରାର୍ଥୀ ପାଇଁ ନାମାଙ୍କନପତ୍ର ଦାଖଲ କରିବେ ।  ସଂସଦ ଭବନରେ ମଧ୍ୟାହ୍ନ ୧୨ଟାରେ ପ୍ରାର୍ଥୀପତ୍ର ଦାଖଲ କରିବା ନେଇ ସୂଚନା ରହିଛି ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ,…

ନାମାଙ୍କନ ପତ୍ର ଦାଖଲ କଲେ ବିକ୍ରମ ଆରୁଖ, ୧୩ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର: ବାଚସ୍ପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିକ୍ରମ କେଶରୀ ଆରୁଖ । ସେ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି । ଆସନ୍ତା ୧୩ ତାରିଖରେ ନିର୍ବାଚିତ ହେବେ ନୂଆ ବାଚସ୍ପତି । ଶ୍ରୀ ଆରୁଖ ଏବେ ଭଞ୍ଜନଗର ନିର୍ବାଚନ ମଣ୍ଡଳିରୁ ବିଧାୟକ ଅଛନ୍ତି ।…

ପ୍ରଥମ ଦିନରେ ୮୭୭୨ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଭୁବନେଶ୍ବର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହୋଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । ଜିଲ୍ଲଶ ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଏବଂ ଓ୍ବାର୍ଡ ମେମ୍ବର ସେମାନଙ୍କ ନାମାଙ୍କନ ଦାଖଲ ଆରମ୍ଭ କରିଛନ୍ତି । କୋଭିଡ କଟକଣା ମଧ୍ୟରେ ପ୍ରାର୍ଥିପତ୍ର ଦାଖଲ ହୋଇଛି ।…

ପାଟକୁରା ଆସନରୁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ୍

ଭୁବନେଶ୍ୱର : ପାଟକୁରା ବିଧାନସଭା ଆସନରୁ ମଙ୍ଗଳବାର ଦିନ ବିଜେଡି ପ୍ରାର୍ଥୀଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ସ୍ୱର୍ଗତଃ ବେଦ ପ୍ରକାଶ ଅଗ୍ରୱାଲଙ୍କ ପତ୍ନୀ ସାବିତ୍ରୀ ଅଗ୍ରୱାଲ୍ । ଉଲ୍ଲେଖଯୋଗ୍ୟ, ପାଟକୁରାରେ ଏପ୍ରିଲ୍ ୨୯ ତାରିଖ ତଥା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ମତଦାନ ହେବାକୁ…

ଭଣ୍ଡାରୀପୋଖରୀ ଆସନରୁ ନାମାଙ୍କନ ପତ୍ର ଦାଖଲ କଲେ ନିରଞ୍ଜନ

ଭୁବନେଶ୍ୱର : ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ସୋମବାର ଦିନ ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଭଣ୍ଡାରୀପୋଖରୀ ବିଧାନସଭା ଆସନ ଲାଗି ନିଜ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏନେଇ ନିରଞ୍ଜନ ଟ୍ୱିଟ୍ କରିଛନ୍ତି ।…

ନବୀନ ହିଞ୍ଜିଳି ବିଧାନସଭା ଆସନ ଲାଗି ପ୍ରାର୍ଥୀପତ୍ର ଦାଖଲ କଲେ

ଭୁବନେଶ୍ୱର/ଛତ୍ରପୁର : ବିଜୁ ଜନତା ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ଗଞ୍ଜାମ ଜିଲ୍ଲା ଛତ୍ରପୁରର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ହିଞ୍ଜିଳି ବିଧାନସଭା ଆସନ ଲାଗି ନିଜ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ମୁଖ୍ୟମନ୍ତ୍ରୀ ଆଜି ସକାଳ ୮ଟା ୩୦ ମିନିଟ୍…