Latest Odisha News

BREAKING NEWS

Browsing Tag

Nominations

ଅଗଷ୍ଟ ୬ରେ ଉପ ରାଷ୍ଟ୍ରପତି ନିର୍ବାଚନ, ଜୁଲାଇ ୧୯ ନାମାଙ୍କନର ଶେଷ ତାରିଖ

ନୂଆଦିଲ୍ଲୀ: ନୂଆ ରାଷ୍ଟ୍ରପତିଙ୍କ ସହ ଦେଶକୁ ମିଳିବ ନୂଆ ଉପ ରାଷ୍ଟ୍ରପତି । ଜାତୀୟ ନିର୍ବାଚନ କମିଶନ ବୁଧବାର ଉପ ରାଷ୍ଟ୍ରପତି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ଅଗଷ୍ଟ ୬ ତାରିଖରେ ଉପ ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ହେବ । ଆବଶ୍ୟକ ପଡ଼ିଲେ ଭୋଟ୍ ଗଣନା ସେଇ ଦିନ କରାଯିବ । ଉପ…

ରାଜ୍ୟସଭା ଉପନିର୍ବାଚନ: ଅମର, ସସ୍ମିତ ଓ ଅଶ୍ୱିନୀଙ୍କ ନାମାଙ୍କନ ଦାଖଲ

ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନ ଲାଗି ଓଡିଶାରୁ ୩ ଜଣ ପ୍ରାର୍ଥୀ ସୋମବାର ଦିନ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଆଜି ବିଧାନସଭା ମିଟିଂ ହଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡି ପକ୍ଷରୁ ୨ ପ୍ରାର୍ଥୀ ଅମର ପଟ୍ଟନାୟକ ଓ ସସ୍ମିତ ପାତ୍ର ନାମାଙ୍କନ ପତ୍ର…

ଓଡିଶାରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନ ଦାଖଲ ଆରମ୍ଭ

ଭୁବନେଶ୍ୱର : ଓଡିଶାର ୪ର୍ଥ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ମଙ୍ଗଳବାର ଦିନ ଆରମ୍ଭ ହେବ ବୋଲି ଭାରତ ନିର୍ବାଚନ ଆୟୋଗ (ସିଇଓ) ଦ୍ୱାରା ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ଅଧିସୂଚନା ଅନୁଯାୟୀ, ନାମାଙ୍କନ ଦାଖଲ ପ୍ରକ୍ରିୟା…