Latest Odisha News

BREAKING NEWS

Browsing Tag

Notification

OPSC ପକ୍ଷରୁ ନିଯୁକ୍ତି ବିଜ୍ଞପ୍ତି, ଏମିତି କରନ୍ତୁ ଆବେଦନ

କଟକ: ଆପଣ କଣ ଚାକିରି ଖୋଜୁଛନ୍ତି କି ? ଯଦି ହଁ ତେବେ ଏ ଖବର ଆପଣଙ୍କ ପାଇଁ । OPSC- ଓଡ଼ିଶା ପବ୍ଲିକ ସର୍ଭିସ୍ କମିଶନଙ୍କ ପକ୍ଷରୁ ନିଯୁକ୍ତି ନେଇ ବିଜ୍ଞାପନ ବାହାରିଛି । ଗ୍ରୁପ୍ ବି ଷ୍ଟାଟିଷ୍ଟିକାଲ ଅଫିସର ପଦରେ ୩୩ ଜଣଙ୍କୁ ନିଯୁକ୍ତି ମିଳିବ । ଏଥିପାଇଁ ଆଶାୟୀ ଆବେଦନକାରୀ…

ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ପଦ୍ମପୁର : ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଲା । ଡିସେମ୍ୱର ୫ ତାରିଖରେ ପଦ୍ମପୁର ବିଧାନସଭା ପାଇଁ ଉପନିର୍ବାଚନ ହେବ । ଡିସେମ୍ୱର ୮ ତାରିଖରେ ଭୋଟ୍ ଗଣତି ହେବ । ଏନେଇ ପୂର୍ବରୁ ଭାରତୀୟ…

ଧାମନଗର ଉପନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ, ପ୍ରକାଶ ପାଇଲା ବିଜ୍ଞପ୍ତି

ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିସହ ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହୋଇଛି । ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ଅକ୍ଟୋବର ୧୪ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ । ୧୫ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ,…

[ଦେଖନ୍ତୁ ଭିଡିଓ] ଅଗ୍ନିବୀର ନିଯୁକ୍ତି ନେଇ ସେନା ଜାରି କଲା ବିଜ୍ଞପ୍ତି, ଜୁଲାଇ ପହିଲାରୁ ଆରମ୍ଭ ହେବ ଆବେଦନ

ନୂଆଦିଲ୍ଲୀ: ‘ଅଗ୍ନିପଥ’ ଯୋଜନାକୁ ବିରୋଧ ଭିତରେ ଭାରତୀୟ ସେନା ନିଯୁକ୍ତି ନେଇ ବିଜ୍ଞପ୍ତି ଜାରି କରିଛି । ଜୁଲାଇରେ ଆରମ୍ଭ ହେବ ପଞ୍ଜିକରଣ । ଅଷ୍ଟମ ଓ ଦଶମ ଉତ୍ତୀର୍ଣ୍ଣ ଯୁବକ ଓ ଯୁବତୀ ଏଥିରେ ଆବେଦନ କରିପାରିବେ । ଏହି ନିଯୁକ୍ତି ୪ ବର୍ଷ ପାଇଁ ବୈଧ ରହିବ । ଅଗ୍ନିବୀରଙ୍କୁ କୌଣସି ପେନସନ୍…

+୩ ନାମଲେଖା ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର : ୨୦୧୯-୨୦ ଶିକ୍ଷାବର୍ଷ ପାଇଁ ଯୁକ୍ତ ୩ରେ ନାମଲେଖା ଲାଗି ଗୁରୁବାର ଦିନ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜାରି ବିଜ୍ଞପ୍ତି ଅନୁଯାୟୀ ଛାତ୍ରଛାତ୍ରୀମାନେ ଆଡମିସନ୍ ଲାଗି ଜୁନ୍ ୨୪ରୁ ଜୁଲାଇ ୮ ମଧ୍ୟରେ ଅନଲାଇନ୍ ଆବେଦନ କରିପାରିବେ । ପ୍ରଥମ ମେରିଟ…