ନଭେମ୍ବର ୨୦ରୁ ବିଧାନସଭା ଶୀତ ଅଧିବେଶନ
ଭୁବନେଶ୍ୱର: ଆସନ୍ତା ନଭେମ୍ବର ୨୦ରୁ ବସିବ ବିଧାନସଭା ଶୀତ ଅଧିବେଶନ । ଏହା ନଭେମ୍ବର ୨୦ରୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ । ବିଧାନସଭା ଶୀତ ଅଧିବେଶନର ପ୍ରଥମ ଦିନରେ ହିଁ ୨୦୨୦-୨୧ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ ହେବ ବୋଲି କାର୍ଯ୍ୟସୂଚୀ ପ୍ରସ୍ତୁତ ହୋଇଛି।
ଚଳିତଥର…