ଗୃହ ମନ୍ତ୍ରଣାଳୟର ଜନଗଣନା ଓ ଏନପିଆର ବୈଠକରେ ଯୋଗଦେବନି ପଶ୍ଚିମବଙ୍ଗ
ନୂଆଦିଲ୍ଲୀ: ଦିଲ୍ଲୀଠାରେ ଶୁକ୍ରବାର ଦିନ ଗୃହ ବ୍ୟାପାର ମନ୍ତ୍ରଣାଳୟର ଜନଗଣନା ଓ ନ୍ୟାସନାଲ୍ ପପୁଲେସନ୍ ରେଜିଷ୍ଟର୍ (ଏନପିଆର୍) ସମ୍ବନ୍ଧୀୟ ଏକ ବୈଠକ ଜରୁରୀ ଡକାଯାଇଛି । ଏହି ବୈଠକରେ ପଶ୍ଚିମବଙ୍ଗ ସାମିଲ ହେବ ନାହିଁ ବୋଲି ଜଣାପଡିଛି ।
ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ…