Latest Odisha News
Browsing Tag

Nuakhai Festival

ନୂଆଖାଇ ପାଇଁ ୯ ତାରିଖ ଦିନ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର: କୃଷି ଭିତ୍ତିକ ପର୍ବ 'ନୂଆଖାଇ' ପାଇଁ ସେପ୍ଟେମ୍ବର ୯ ତାରିଖ ଦିନ ରାଜ୍ୟର ସମସ୍ତ ବିଦ୍ୟାଳୟ ଛୁଟି ଘୋଷଣା କରିଛନ୍ତି ଓଡିଶା ସରକାର। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ, ନୁଆଖାଇ ପର୍ବ ପାଇଁ ସୋମବାର ଦିନ…

ନୂଆଁଖାଇ ପାଇଁ ଶୁଭ ଲଗ୍ନ ଧାର୍ଯ୍ଯ

ସମ୍ବଲପୁର: ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପାଇଁ ଆଜି ଶୁଭ ଲଗ୍ନ ଧାର୍ଯ୍ଯ କରାଯାଇଛି। ଆସନ୍ତା ସେପ୍ଟେମ୍ବର ୮ରେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପର୍ବ ପାଳନ କରାଯିବ। ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ମା' ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ସମ୍ବଲପୁର ଝାଡୁଆପଡା…

ନୂଆଁଖାଇ ପରଦିନ ଦୁଇଟି ଜିଲ୍ଲା ପାଇଁ ସ୍ୱତନ୍ତ୍ର ଛୁଟି ଘୋଷଣା

ଭୁବନେଶ୍ୱର: ରାଜ୍ୟ ସରକାର ନିଜ କର୍ମଚାରୀଙ୍କ ପାଇଁ  ସେପ୍ଟେମ୍ୱର ୧ ତାରିଖରେ ସରକାରୀ ଛୁଟି ଘୋଷଣା କରିଥିଲେ । ନୂଆଁଖାଇ ପଶ୍ଚିମ ଓଡିଶାର ମୁଖ୍ୟ ଗଣ ପର୍ବ ହୋଇଥିବାରୁ ରାଜ୍ୟ ସରକାର ନୂଆଁଖାଇ ପରଦିନ ଦୁଇଟି ଜିଲ୍ଲା ପାଇଁ ସ୍ୱତନ୍ତ୍ର ଛୁଟି ଘୋଷଣା କରାଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ…

କେଉଁ ରୀତିନୀତି ଓ ବିଧି ସହ ପାଳନ ହୁଏ ନୂଆଁଖାଇ ପର୍ବ, ଜାଣନ୍ତୁ

ଭୁବନେଶ୍ୱର: ସମଗ୍ର ଓଡ଼ିଶାରେ ବିଶେଷ କରି ଓଡ଼ିଶାର ପଶ୍ଚିମାଞ୍ଚଳ ଜିଲ୍ଲାସମୂହରେ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ । କିପରି ହୁଏ ପାଳନ: ଏହି ଦିନଟିର ଅମୃତବେଳା ବା ଶୁଭବେଳା ଜ୍ୟୋତିଷମାନଙ୍କ ଦ୍ଵାରା ନିର୍ଣ୍ଣୟ କରାଯାଇ ସେହି ମୁହୂର୍ତ୍ତରେ ନୂଆଭାବରେ ଅମଳ କରାଯାଇଥିବା ଷାଠିଆଧାନରୁ…

ନୂଆଁଖାଇ ପାଇଁ ସାଧାରଣ ଲୋକଙ୍କୁ ମା’ ସମଲେଶ୍ୱରୀ ମନ୍ଦିର ମନା

ସମ୍ବଲପୁର: ରାତି ପାହିଲେ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ । ଏହା ପୂର୍ବରୁ ଆଜି ପାହୁର ଯାତ୍ରା ପାଳନ ହୋଇଛି । ଏହି ଅବସରରେ ନୂଆଁଖାଇ ପାଇଁ ଆବଶ୍ୟକ ସମସ୍ତ ସାମଗ୍ରୀ ଶୋଭାଯାତ୍ରା ସହ ଦେବାଦେବୀଙ୍କ ମନ୍ଦିରକୁ ଯାଇଥାଏ । ନୂଆଁଖାଇ ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ…

ଲୋକଗୀତରେ ନୂଆଖାଇକୁ ସ୍ୱାଗତ କଲା ଦେବଗିରି

ଭବାନୀପାଟଣା : ମହାନ ଗଣପର୍ବ ନୂଆଖାଇକୁ ସ୍ୱାଗତ କରିବା ପାଇଁ ରାଜ୍ୟର ଅଗ୍ରଣୀ ସଂସ୍ଥା ଦେବଗିରି ସାଂସ୍କୃତିକ ଅନୁଷ୍ଠାନ ଓ କଳାହାଣ୍ଡି ଥିଏଟର୍ ପକ୍ଷରୁ  ‘ଲୋକଗୀତ ଲାଇଭ୍‌’ ସମାରୋହ ଆୟୋଜିତ ହୋଇଯାଇଛି । ନ୍ୟୁଜ୍ ପୋର୍ଟାଲ୍ ‘ଓଡ଼ିଆ ବାର୍ତ୍ତା’ ପକ୍ଷରୁ ସିଧାପ୍ରସାରଣ କରାଯାଇଥିବା ଏହି…