Latest Odisha News

BREAKING NEWS

Browsing Tag

Nuakhai

ବିଜେଡି ବିରୋଧରେ ପଶ୍ଚିମ ଓଡିଶା କାର୍ଡ, ଏକାଠି ହେଲେ ବିଜେପି, କଂଗ୍ରେସ!

ଭୁବନେଶ୍ୱର: ବିଧାନସଭା ନିର୍ବାଚନ ପାଇଁ ଓଡ଼ିଶାର ରାଜନୈତିକ ବାତାବରଣ ସରଗରମ ହେଉଛି। ଠିକ ଏଭଳି ସମୟରେ ବିରୋଧୀ ପଶ୍ଚିମ ଓଡିଶାକୁ ନେଇ ଏକ ବଡ଼ କାର୍ଡ ଖେଳିଥିବା ଆଲୋଚନା ହେଉଛି। ନୂଆଖାଇକୁ ପଶ୍ଚିମ ଓଡିଶାର ଗଣପର୍ବ କୁହାଯାଏ। ଏପରିକି ଛୋଟଠୁ ବଡ଼ ସମସ୍ତେ ଏହି ପର୍ବକୁ ବହୁ ଅଧିକ…

ନୂଆଖାଇ ଭେଟଘାଟ୍ ପାଇଁ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ନୂଆଖାଇ ପରିବାର ତରଫରୁ ଆସନ୍ତା ୨୩ ତାରିଖରେ ହେବାକୁ ଥିବା ନୂଆଖାଇ ଭେଟଘାଟ୍ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଇଷ୍ଟଦେବୀଙ୍କ ପାଖରେ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମର ପ୍ରଥମ ନିମନ୍ତ୍ରଣ ଦିଆଯିବା ସହ ଆଗାମୀ କାର୍ଯ୍ୟକ୍ରମର ବିଭିନ୍ନ ଦିଗ ବିଷୟରେ ଆଲୋଚନା…

ବିଶିଷ୍ଟ ବ୍ୟକ୍ତିଙ୍କ ନୂଆଁଖାଇ ଉପଲକ୍ଷେ ଜୁହାର୍; ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଜଗଦୀପ ଧନକଡ଼ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି । ପଶ୍ଚିମ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇବା ସହ ସୁଖ ଶାନ୍ତି କାମନା କରିଛନ୍ତି ।…

ନୂଆଖାଇରେ ସୋନପୁରର ସ୍ୱତନ୍ତ୍ର ପାହୁର ପରମ୍ପରା

ସୋନପୁର: ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲା ସହ ସୁବର୍ଣ୍ଣପୁର ଜିଲ୍ଲାରେ ପାଳିତ ହୋଇଛି ଗଣପର୍ବ ନୂଆଖାଇ ।  ସୋନପୁର ଗଡ଼ଜାତରେ ଲୋକେ ଆନନ୍ଦ ଉହ୍ଲାସରେ ନବାନ୍ନ ଖାଇଛନ୍ତି । ଇଷ୍ଟଦେବୀ ମା ସୁରେଶ୍ୱରୀଙ୍କ ପାଖରେ ନବାନ୍ନ ସହ ଅନ୍ୟବୈଞ୍ଜନ ପିଠାପଣା ଆଦି ନାନାଦି ଭୋଗ ଲାଗି ହୋଇଛି । ଆଉ ଏହି…

[ଦେଖନ୍ତୁ ଭିଡିଓ] ନୂଆଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା

ନୂଆପଡ଼ା: ରାତି ପାହିଲେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ । ଭାବ ଓ ଭାଇଚାରାର ପର୍ବ ନୂଆଖାଇ ପାଇଁ ଲୋକଙ୍କ ମନରେ ଉତ୍ସାହ । ବର୍ଷକର ଏହି ପର୍ବ ପାଇଁ ନୂଆପଡ଼ା ଜିଲ୍ଲା ବାସୀ ପ୍ରସ୍ତୁତି ସାରି ଅପେକ୍ଷା କରିଛନ୍ତି ସେପ୍ଟେମ୍ବର ଏକ ସକାଳକୁ । ନୂଆଖାଇ ପାଇଁ ବଜାରରେ ଭିଡ଼ ଜମୁଛି । ବିଶେଷ…

ସ୍ୟାଣ୍ଡ ଆନିମେସନରେ ନୂଆଖାଇର ଶୁଭେଚ୍ଛା

ପୁରୀ : ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଖାଇ । ଏହି ଅବସରରେ ବାଲୁକାଶିଳ୍ପୀ ସୁଦାମ ପ୍ରଧାନ ଏକ ସୁନ୍ଦର ସ୍ୟାଣ୍ଡ ଆନିମେସନ କରି କୃଷିଭିତ୍ତିକ ପର୍ବ ନୂଆଖାଇ ପାଇଁ କୃଷକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହା ସହ ସେ ପଶ୍ଚିମ ଓଡ଼ିଶାର ଭାଇ ଭଉଣୀ ମାନଙ୍କୁ ନୂଆଖାଇ ଜୁହାର…

ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ

ସମ୍ବଲପୁର : ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ସମଗ୍ର ପଶ୍ଚିମ ଓଡ଼ିଶା । ଗଣପର୍ବ ନୂଆଖାଇ ପାଇଁ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଇଙ୍କ ମନ୍ଦିରରେ ଚଳଚଞ୍ଚଳ ପରିବେଶ । ଆଜି ପଶ୍ଚିମ ଓଡ଼ିଶାର ଇଷ୍ଟଦେବୀ ମା’ ସମଲେଶ୍ବରୀଙ୍କ ଠାରେ ନବାନ୍ନ…

ନୂଆଁଖାଇ ପାଇଁ ସମଲେଶ୍ୱର ମନ୍ଦିରକୁ ଆସିଲା ନୂଆ ଧାନ

ସମ୍ୱଲପୁର: ତିନି ଦିନ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଏଥିପାଇଁ ପଶ୍ଚିମ ଓଡ଼ିଶାର ପୁରପଲ୍ଲୀରେ ପ୍ରସ୍ତୁତି ଜୋରଦାର ହେଲାଣି । ଏପଟେ ମାଆ ସମଲେଶ୍ୱରୀଙ୍କ ପାଖରେ ନବାନ୍ନ ଲାଗି ପାଇଁ ପ୍ରସ୍ତୁତି ଚାଲିଛି । ଏଥିପାଇଁ ସମଲେଶ୍ୱରରୀ ମନ୍ଦିରରେ ପହଞ୍ଚିଛି ନୂଆ ଧାନ । ନୂଆ ଧାନରୁ…

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଲାଗି ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର : ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଲାଗି ଧାର୍ଯ୍ୟ ହେଲା ଲଗ୍ନ । ସେପ୍ଟେମ୍ବର ୧୧ ତାରିଖ ପଞ୍ଚମୀ ତିଥିରେ ସକାଳ ୧୦ଟା ୧୫ରୁ ୧୦ଟା ୨୫ ମଧ୍ୟରେ ତୁଳା ଲଗ୍ନରେ ନିର୍ଦ୍ଧାରଣ କରାଯାଇଛି । ଏହି ସମୟ ମଧ୍ୟରେ ପଶ୍ଚିମ ଓଡିଶାର ଇଷ୍ଟଦେବୀ ମା ସମଲେଶ୍ବରୀଙ୍କ ଠାରେ ନବାନ୍ନ ଲାଗି କରାଯିବ…

ନୂଆଖାଇ ପାଇଁ ଆଜି ବାହାରିବ ଲଗ୍ନ

ସମ୍ୱଲପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଆଜି ବାହାରିବ ଲଗ୍ନ । ପରମ୍ପରା ଅନୁସାରେ ଜନ୍ମାଷ୍ଟମୀର ପରଦିନ ନୂଆଖାଇ ଲଗ୍ନ ନିର୍ଘଣ୍ଟ କରାଯାଏ । ପଶ୍ଚିମ ଓଡ଼ିଶାର ସର୍ବ ପୁରାତନ ବ୍ରହ୍ମପୁରା ମନ୍ଦିରରେ ଲଗ୍ନ ଧାର୍ୟ୍ୟ କରାଯିବ । ଏନେଇ ସନ୍ଧ୍ୟା ୫ଟାରେ ପଣ୍ଡିତ, ଜ୍ୟୋତିର୍ବିଦ ଓ…