ଭିଜିଲାନ୍ସ ଜାଲରେ ନୂଆପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ
କଟକ: ଭିଜିଲାନ୍ସ ଜାଲରେ ନୂଆପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ଯୋଗାଣ ଅଧିକାରୀ ରତ୍ନାକର ସେଠୀଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି । କଟକ ଚାଉଳିଆଗଞ୍ଜରେ ରହିଛି ୩ ମହଲା କୋଠା । କଟକ ବାଲିସାହିରେ…