Latest Odisha News

BREAKING NEWS

Browsing Tag

Nuapada

ଡ଼ରାଉଛି କିଡନୀ ରୋଗ: ଭୟରେ ଗ୍ରାମବାସୀ !

ନୂଆପଡ଼ା: ଡ଼ରାଉଛି କିଡନୀ ରୋଗ, ଭୟରେ ଗ୍ରାମବାସୀ । କିଡନୀ ରୋଗରେ ପୀଡିତ ହୋଇ ଦୁଇ ତିନି ବର୍ଷ ଭିତରେ ଆଠ ରୁ ଦଶ ଜଣଙ୍କର ଜୀବନ ଗଲାଣି । ବର୍ତ୍ତମାନ ତିରିଶ ରୁ ଉର୍ଦ୍ଧ ଲୋକେ ରୋଗାକ୍ରାନ୍ତ ଅବସ୍ଥାରେ ମୃତ୍ୟୁ ସହିତ ସଂଗ୍ରାମ୍ କରୁଛନ୍ତି। ଏତେ ସବୁ ପରେ ମଧ୍ୟ ପ୍ରଶାସନ ଓ ଜିଲ୍ଲା…

ବିପଦର ନାଁ ମୁକୁଳା ଡ୍ରେନ୍: ଚୁପ୍ ବସିଛି ପ୍ରଶାସନ !

ନୁଆପଡ଼ା: ମୁକୁଳା ଡ୍ରେନ୍ ବିପଦକୁ କରୁଛି ଆମନ୍ତ୍ରଣ । ଅନେକ ଦୁର୍ଘଟଣା ଘଟୁଥିବା ବେଳେ ପ୍ରଶାସନ କିନ୍ତୁ ଚୁପ୍ ବସିଛି । ନୂଆପଡା ଜିଲ୍ଲା ଖଡ଼ିଆଳ ସହର ଦେଇ  ଯାଇଥିବା ଖଡ଼ିଆଳ-ସିନାପାଲି ମୁଖ୍ୟ ରାସ୍ତାର ଡ୍ରେନ ମୁକୁଳା  ପଡ଼ିଛି । ଏନେଇ ଅନେକ ସମୟରେ ଲୋକେ ଦୁର୍ଘଟଣାର ଶିକାର ହୋଇଥିବା…

ଏମିତି ଚାଲିଛି ସରକାରୀ ଯୋଜନା: ଜମି ପଟ୍ଟା ମିଳିଲା ହେଲେ ଜମି କେଉଁଠି ଲୋକେ ଜାଣି ନାହାଁନ୍ତି

ନୂଆପଡା: ସରକାର ଗରିବ , ଅସହାୟ ଲୋକମାନଙ୍କ ଉନ୍ନତି ଲାଗି ମାଳ ମାଳ ଯୋଜନା କରିବା ସହ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି  । ହେଲେ କିଛି ପ୍ରଶାସନିକ ଅଧିକାରୀଙ୍କ ଉଦାସୀନତା ଏବଂ ବୈମାତୃକ ମନୋଭାବ ଯୋଗୁଁ ଏହା ଏକ ପ୍ରହସନରେ ପରିଣତ ହୋଇଛି  ।  ପ୍ରକୃତ ହିତାଧିକାରୀ ନିଜ ହକ୍…

ଫାଇଭ-ଟି ପ୍ରହସନ: ପ୍ରାଥମିକ ଶିକ୍ଷାର ବିକଟାଳ ଚିତ୍ର

ନୂଆପଡା: ସ୍ମାର୍ଟ ସ୍କୁଲ ନିର୍ମାଣ କରି ରାଜ୍ୟ ସରକାର ଖର୍ଚ୍ଚ କରୁଛନ୍ତି କୋଟି କୋଟି ଟଙ୍କା । ସର୍ବଶିକ୍ଷା ଅଭିଯାନରେ ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁ ନାରାରେ ସରକାର ବାହାବାହା ନେଉଛି ସତ ହେଲେ ନୂଆପଡା ଜିଲ୍ଲା ସିନାପାଲି ଓ ଖଡ଼ିଆଳ ବ୍ଲକରେ ଭୁଶୁଡିପଡିଛି ଶିକ୍ଷା ବ୍ୟବସ୍ଥା । ଭଙ୍ଗା ଦଦରା…

ଶୁଣୁନି ପ୍ରଶାସନ, ରାସ୍ତାରେ ଧାନ ତଳି ରୁଆଇ ମହିଳାଙ୍କ ପ୍ରତିବାଦ

ନୂଆପଡ଼ା: କାଦୁଅ ପଚ୍ ପଚ୍ ରାସ୍ତା । ପାଦ ଖସିଗଲେ କଥା ସରିଲା । ଗାଁକୁ ରାସ୍ତା ନେଇ ରାଜ୍ୟ ସରକାର ବିକାଶର ବାଜଣା ପିଟୁଥିବା ବେଳେ ଏବେ ବି ଅନେକ ଗାଁକୁ ରାସ୍ତା ନାହିଁ । ଫଳରେ ବର୍ଷା ଦିନ ହେଲେ ଗ୍ରାମବାସୀଙ୍କ ସମସ୍ୟା ବଢ଼ୁଛି । କିଏ ରୋଗରେ ପଡ଼ିଲେ ଅବା ବଜାର ଘାଟ କିମ୍ବା ବିଦ୍ୟାଳୟକୁ…

ଭାଲୁ ଆକ୍ରମଣରେ ୪ ବନ କର୍ମଚାରୀ ଗୁରୁତର

ନୂଆପଡ଼ା: ନୂଆପଡ଼ା ଜିଲ୍ଲା କୋମନା ରେଞ୍ଜ ବିଜା ଖମନ ଜଙ୍ଗଲରେ ଭାଲୁ ଆକ୍ରମଣରେ ୪ ଜଣ ବନ କର୍ମଚାରୀ ଗୁରୁତର ଆହାତ ହୋଇଛନ୍ତି । ଆହତଙ୍କୁ ନୂଆପଡ଼ା ମୁଖ୍ୟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ୨ ଦିନ ତଳେ ଭାଲୁ ଆକ୍ରମଣରେ ବିରୁନପଦର ଗାଁର ୭୦ ବର୍ଷର ବୃଦ୍ଧଙ୍କ…

ଗାଧୋଇବା ପାଣି ପାଇଁ ଦୁର୍ଦ୍ଦଶା ରେ ତୁକୁଲା ଗ୍ରାମବାସୀ

ନୁଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକର  ବୃହତ୍ତମ ଗାଁ  ହେଉଛି ତୁକଲା । ଗାଁରେ ପ୍ରାୟ ୧୦ ହଜାରରୁ ଅଧିକ ଲୋକ ରହୁଛନ୍ତି । ଗାଧୋଇବା ପାଣି ସମସ୍ୟା ଏହି ଗାଁ ପାଇଁ ଏକ ବିରାଟ ସମସ୍ୟା ଭାବରେ ଉଭା ହୋଇଛି । ବୈଶାଖ ଯାଇ ଶ୍ରାବଣ ହେଲାଣି କିନ୍ତୁ ଗାଁରେ ପାଣି ସମସ୍ୟାର ସମାଧାନ ହୋଇ…

ବେଫିକର୍ ବାଲିମାଫିଆ: ରାଜସ୍ୱ ବିଭାଗର ଅବହେଳାରୁ କୋଟିକୋଟି ଟଙ୍କାର ରାଜସ୍ବ ହାନି

ଖଡ଼ିଆଳ : ଖଡ଼ିଆଳ ତହସିଲ ଅଞ୍ଚଳ ରେ ମାତିଛନ୍ତି ବାଲି ମାଫିଆ । ବିଭିନ୍ନ ନଦୀରୁ ଚାଲିଛି ବେଧଡ଼କ ବାଲି ଚୋରାଚାଲାଣ । ରାଜସ୍ବ ବିଭାଗ ଓ ବାଲି ମାଫିଆ ଙ୍କ ମଧୁଚନ୍ଦ୍ରିକା ରେ କୋଟିକୋଟି ଟଙ୍କା ରାଜସ୍ୱ ହାନି । ପ୍ରଶାସନ ଜାଣି ଶୁଣି ଏଠି ନିରାବଦ୍ରଷ୍ଟା । ବାଲି ମାଫିଆ ଓ ରାଜସ୍ବ ର ବିଭାଗ ର…

ନାହିଁ ନାହିଁ ରେ ଚାଲିଛି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ହଇରାଣ ରେ ଚାଷୀ

ନୂଆପଡା: ନୂଆପଡା ଜିଲ୍ଲା ସିନାପାଲି ବ୍ଲକର ଅର୍ମେଲା କ୍ଷୁଦ୍ର ଜଳ ସେଚନ ପ୍ରକଳ୍ପ ପ୍ରତି ଜଳ ସମ୍ପଦ ବିଭାଗର ଅଣଦେଖା । ପ୍ରକଳ୍ପ ମରାମତି କାମ ବନ୍ଦ ହୋଇ ପଡ଼ିଥିବାରୁ ଧୀରେ ଧୀରେ ଡ୍ୟାମ ପୋତି ହେବାକୁ ବସିଲାଣି । କେନାଲ ଭାଙ୍ଗି ପଡ଼ିଥିବାରୁ ସେପଟେ ହଇରାଣରେ ଚାଷୀ । ଅଭିଯୋଗ ସତ୍ତ୍ୱେ…

ନୂଆପଡ଼ାରେ ଟ୍ରମା କେୟାର୍ ସେଣ୍ଟର ପାଇଁ ୭୫.୭୦ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର: ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଧୂନିକ ଟ୍ରମା କେଆର୍ କେନ୍ଦ୍ର ନିର୍ମାଣ ନିମନ୍ତେ ରାଜ୍ୟ ସରକାର ୭୫.୭୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପ୍ରକଳ୍ପର ଖର୍ଚ୍ଚ ଆକଳନକୁ ପ୍ରଶାସନିକ ଅନୁମୋଦନ ଦେଇ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ…