Latest Odisha News

BREAKING NEWS

Browsing Tag

Nuapada

ଭିଜିଲାନ୍ସ ଜାଲରେ ନୂଆପଡା ଜିଲ୍ଲା ଶ୍ରମ ଅଧିକାରୀ

ନୂଆପଡା: ଭିଜିଲାନ୍ସ ଜାଲରେ ନୂଆପଡା ଜିଲ୍ଲା ଶ୍ରମ ଅଧିକାରୀ ଶରତ ଚନ୍ଦ୍ର ପାଣିଗ୍ରାହୀ । ଜଣେ ବ୍ୟକ୍ତିଙ୍କଠାରୁ ୪୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ପକ୍ଷରୁ ତାଙ୍କୁ ଗିରଫ କରାଯାଇଥିଲା । ବୋଡେନ ଥାନା ଅନ୍ତର୍ଗତ ପାଲସାଦା ଗାଁର ଶ୍ରୀନିବାସ ବେହେରାଙ୍କଠାରୁ ୨୦୦…

ଦୁଷ୍କର୍ମକାରୀକୁ ସଜା: ୨୦ ବର୍ଷ ଜେଲ ଦଣ୍ଡାଦେଶ ସହ ଜରିମାନା

ନୂଆପଡ଼ା: ନାବାଳିକା ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଜେଲ୍ ଦଣ୍ଡ । ୨୦୧୮ ମସିହାରେ ଘଟିଥିବା ଏକ ଦୁଷ୍କର୍ମ ମାମଲାର ଶୁଣାଣି କରି ରାୟ ଶୁଣାଇଛନ୍ତି ନୂଆପଡ଼ା ପୋକସୋ କୋର୍ଟ । ଅଭିଯୁକ୍ତକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ସହ ୧୫ ହଜାର ଟଙ୍କା ଜରିମାନା ହୋଇଛି । ୨୦୧୮ରେ ଅଭିଯୁକ୍ତ ନୂଆପଡ଼ା ଥାନା…

ରାସ୍ତା ମଝିରେ ଦୁଇ ଯୁବତୀଙ୍କୁ ଛୁରାମାଡ

ନୂଆପଡା: ବିଚ ରାସ୍ତାରେ ଦୁଇ ଯୁବତୀଙ୍କୁ ଛୁରାମାଡ । ଥରେ କି ଦୁଇ ଥର ନୁହେଁ ବାରମ୍ବାର ଛୁରାମାଡ କଲା ଯୁବକ । ଏଭଳି ଘଟଣା ଦେଖିବାକୁ ମିଳିଛି ନୂଆପଡା ଜିଲ୍ଲା ବୋଡେନ୍ ବଜାର ରାସ୍ତାରେ । ଏକ ତରଫା ପ୍ରେମରେ ବିଫଳ ହେବା ପରେ ଯୁବକ ଜଣକ ଛୁରାମାଡ କରିଥିବା ଅଭିଯୋଗ ହୋଇଛି । ଛୁରାମାଡରେ…

ପଶ୍ଚିମ ଓଡ଼ିଶାରେ ମାଡୁଛି କରୋନା, ଫୋକସରେ S-S-B ଜିଲ୍ଲା

ଭୁବନେଶ୍ୱର: ଦକ୍ଷିଣ ପରେ ପଶ୍ଚିମ ଓଡ଼ିଶାରେ ମାଡ଼ି ମାଡ଼ି ଚାଲିଛି କରୋନା ଚେର । ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବରେ ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପଜିଟିଭ୍ କେସ ଶତକ ପାର କରିଥିବା ବେଳେ ବରଗଡ଼ ଜିଲ୍ଲାରୁ ୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ଲାଞ୍ଚ ନେଇ ଧରା ପଡିଲେ ଜେଇ

ନୂଆପଡା: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ନୂଆପଡା ସଦର ୱେସକୋର କନିଷ୍ଠ ଯନ୍ତ୍ରୀ ରାଜକିଶୋର ସାହୁ । ଉଠା ଜଳସେଚନ ପଏଣ୍ଟକୁ ନୂତନ ବିଦ୍ୟୁତ ସଂଯୋଗ ଦେବା ପାଇଁ ସେ ଜଣେ ବ୍ୟକ୍ତିଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଗିରଫ…

ଲାଞ୍ଚ ନେଇ ଧରାପଡିଲେ ଆର୍‌ଆଇ ବାବୁ

ନୂଆପଡା: ଭିଜିଲାନ୍ସ ଜାଲରେ ଆର୍‌ଆଇ ବାବୁ । ପାଂଚ ହଜାର ଟଙ୍କା ଲାଂଚ ନେବା ବେଳେ ଧରାପଡିଛନ୍ତି ନୂଆପଡା ଜିଲ୍ଲା ଖଡିଆଳ ବ୍ଲକ ତୁକୁଲା ଆରଆଇ ଦିନମଣି ରାଉତରାୟ । ଇନ୍ଦିରା ଅବାସ ଘର ବାଲି ଆଣିବା ଅନୁମତି ପାଇଁ ସ୍ଥାନୀୟ ଖଇରଭାଡି ଗ୍ରାମର ଯୁଗଲ କିଶୋର ଠେଲାଙ୍କ ଠାରୁ ପାଞ୍ଚ ହଜାର ଟଙ୍କା…

ଆସିଲା ନିର୍ଦ୍ଦେଶ, ଶତାୟୁ ମହିଳାଙ୍କ ଘରେ ପହଂଚିଲା ପୋଷ୍ଟ ଅଫିସ୍‌

ନୂଆପଡା: ନୂଆପଡାରେ ଜଣେ ବୃଦ୍ଧା ମାଆଙ୍କୁ ତାଙ୍କ ଝିଅ ଖଟିଆରେ ଘୋଷାରି ଘୋଷାରି ବ୍ୟାଙ୍କ ନେଇଥିଲେ । ଏହି ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଏହାପରେ ଡାକ ବିଭାଗର ତତ୍ପରତା ପ୍ରକାଶ ପାଇଛି । ଗତ ୧୭ ତାରିଖରେ ଶତାୟୁ ମହିଳାଙ୍କ ପାଖରେ ପହଂଚି ଇଣ୍ଡିଆ ପୋଷ୍ଟ ପେମେଂଟ ଖାତା ଖୋଲିଛି…

ରାଜ୍ୟସଭାର ପୂର୍ବତନ ସଦସ୍ୟ ଏଭି ସ୍ୱାମୀଙ୍କ ବିୟୋଗ

ନୂଆପଡା: ରାଜ୍ୟସଭାର ପୂର୍ବତନ ସଦସ୍ୟ ଏ ବିଶ୍ୱନାଥ ସ୍ୱାମୀଙ୍କର ମଙ୍ଗଳବାର ଦିନ ନୂଆପଡା ଜିଲ୍ଲାର ଖରିଆର ରୋଡ୍ ସ୍ଥିତ ବାସଭବନରେ ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗ ନେଇ ପୁଅ ସୁରେଶ ଆଚାରୀ ସ୍ପଷ୍ଟ କରିଛନ୍ତି । ଉଲ୍ଲେଖଯୋଗ୍ୟ,…

ନୂଆପଡା: ପୋଖରୀରେ ବୁଡି ୨ ଭଉଣୀଙ୍କ ସଲିଳ ସମାଧି

ନୂଆପଡା : ନୂଆପଡା ଜିଲ୍ଲା ଖଡିଆଳ ଥାନା ଅନ୍ତର୍ଗତ ନୂଆପଡା ଗ୍ରାମରେ ଥିବା ପୋଖରୀରେ ବୁଡି ୨ ଭଉଣୀଙ୍କ ମୃତ୍ୟୁ ଘଟିଥିବାବେଳେ ପୋଲିସ ଗୁରୁବାର ଦିନ ତାଙ୍କ ମରଶରୀରକୁ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରିଛି । ମୃତକଙ୍କ ନାମ ଶିତଲ ବାଘେଲ (୧୯), ତନିଶା (୧୩) ବୋଲି ଜଣାପଡିଛି । ଦୁହେଁ…

ନୂଆପଡାରେ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ ଶନିବାର ଦିନ ଜଣେ କ୍ୟାଡର ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ନାମ ପର୍ଶୁରାମ ମାଝି ଓରଫ୍ ମଣ୍ଟୁ ବୋଲି ଜଣାପଡିଛି। ଗଣମାଧ୍ୟମକୁ ସୂଚନା ଦେଇ ନୂଆପଡା ଏସପି ପରମାର ସ୍ମିତ କହିଛନ୍ତି “ ମୈନପୁର- ନୂଆପଡା…