କ୍ରିୟାଶୀଳ ହେବ ସ୍ବାସ୍ଥ୍ୟ ସେବା: ୧୧,୦୦୬ଟି ନୂଆ ନର୍ସିଂ ଅଫିସର ପଦବୀ ସୃଷ୍ଟି
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ପ୍ରାୟ ୧୧,୦୦୬ଟି ନୂଆ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି ।
ଏହି ପଦବୀ ଗୁଡିକ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହିତ ଗୋଷ୍ଠୀ ସ୍ୱାସ୍ଥ୍ୟ…