Latest Odisha News
Browsing Tag

Oath Taking Ceremony

କର୍ଣ୍ଣାଟକ ପାଇଁ ନା ବିଜେପିକୁ ଦେଶରୁ ହଟାଇବାକୁ ‘ଶପଥ’?

ଭୁବନେଶ୍ୱର: କର୍ଣ୍ଣାଟକରେ କଂଗ୍ରେସ ସରକାର ଗଠନ ସହ ରାତି ପାହିଲେ ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦରମେୟା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ ସହ ପିସିସି ସଭାପତି ଡି କେ ଶିବକୁମାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। କିନ୍ତୁ ଏହି ଶପଥ ଗ୍ରହଣ ଉତ୍ସବ କେବଳ କର୍ଣ୍ଣାଟକରେ କଂଗ୍ରେସ…

ଆଜି ଶପଥ ନେବ ନବୀନଙ୍କ ନୂଆ ଟିମ୍

 ଭୁବନେଶ୍ୱର : ଆଜି ଶପଥ ନେବ ନବୀନଙ୍କ ନୂଆ ଟିମ୍। ପୁରା ମନ୍ତ୍ରିମଣ୍ଡଳର ହେବ ନବକଳେବର।  ଏଥିପାଇଁ ୨୨ବର୍ଷର ଶାସନ କାଳରେ ପ୍ରଥମଥର ପାଇଁ ସବୁ ମନ୍ତ୍ରୀଙ୍କ ଇସ୍ତଫା ଦିଆଇଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣର କାର୍ଯ୍ୟକ୍ରମ ରହିଛି । ଦିନ ୧୧ଟା ୪୫ରେ ଲୋକସେବା ଭବନ…

ଶପଥ ନେଲେ ୩ ମହିଳାଙ୍କ ସମେତ ସୁପ୍ରିମକୋର୍ଟଙ୍କ ୯ ଜଣିଆ ନୂଆ ବିଚାରପତି

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ୯ ଜଣିଆ ବିଚାରପତି ଆଜି ଶପଥ ନେଇଛନ୍ତି । ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ ପ୍ରଧାନ ବିଚାରପତି ଜଷ୍ଟିସ୍ ଏନ୍. ଭି. ରମନା । ଏମାନଙ୍କ ଭିତରେ ଅଛନ୍ତି ୩ ଜଣ ମହିଳା ବିଚାରପତି । ସେମାନେ ହେଲେ ଜଷ୍ଟିସ ବି.ଭି. ନାଗାରତ୍ନା, ଜଷ୍ଟିସ ହିମା କୋହଲି…

ଶପଥ ନେଲେ ଓଡ଼ିଶା ହାଇକୋର୍ଟଙ୍କ ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍. ମୁରଲୀଧର

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟଙ୍କ ନୂଆ ମୁଖ୍ୟ ବିଚାରପତି ହୋଇଛନ୍ତି ଜଷ୍ଟିସ ଏସ୍. ମୁରଲୀଧର । ଆଜି ସେ ଶପଥ ନେଇଛନ୍ତି । ରାଜଭବନରେ ଆୟୋଜିତ ହୋଇଥିଲା ସମାରୋହ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥପାଠ କରାଇଥିଲେ । ଜଷ୍ଟିସ୍ ଏସ୍ ମୁରଲୀଧର ହାଇକୋର୍ଟଙ୍କ ୩୨ତମ ମୁଖ୍ୟ ବିଚାରପତି…