ଜିଲ୍ଲାସ୍ତରରେ ‘ଦମନ’ ଦେଖିବେ ସ୍ୱାସ୍ଥ୍ୟ କର୍ମଚାରୀ, ସରକାର ଦେବେ ଟଙ୍କା
ଭୁବନେଶ୍ୱର: ମାଲେରିଆ ସହ ଉପାନ୍ତ ଅଞ୍ଚଳର ଲଢ଼େଇକୁ ନେଇ ପ୍ରସ୍ତୁତ ଚଳଚ୍ଚିତ୍ର ‘ଦମନ’ ଜିଲ୍ଲା ଓ ଉପଖଣ୍ଡ ସ୍ତରରେ ପ୍ରଦର୍ଶିତ ହେବ । ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ।
ଜିଲ୍ଲା ସ୍ତରରେ ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, କର୍ମଚାରୀଙ୍କ…