ବାଧ୍ୟତାମୂଳକ ହେଲା ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ନାମଫଳକ, ଖିଲାପ କଲେ ଲାଇସେନ୍ସ ରଦ୍ଦ ସହ ଜୋରିମାନା !
ଭୁବନେଶ୍ବର : ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ଏଣିକି ଓଡ଼ିଶାର ସମସ୍ତ ଦୋକାନ ଓ ବ୍ୟବସାୟୀକ ଅନୁଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ ହୋଇଛି । ଯଦିଓ ପୂର୍ବରୁ ମଧ୍ୟ ଓଡ଼ିଆ ଭାଷାରେ ନାମଫଳକ ଲେଖିବା ବାଧ୍ୟତାମୂଳକ କରାଯାଇଥିଲା, ତେବେ ବର୍ତ୍ତମାନ ଏହାକୁ ଶ୍ରମ ଓ ରାଜ୍ୟ…