ଜାଣନ୍ତୁ, କେମିତି କଟିବ ଆଜି ଦିନ…
ରାଶି ଫଳ
ତା ୧୫-୦୫-୨୦୨୦ ଶୁକ୍ରବାର
ଆଜି ଦିନର ମହତ୍ତ୍ୱ
ଆଜି ହେଉଛି ୨୦୨୦ ମସିହା ମଇ ତା ୧୫ ରିଖ ଶୁକ୍ରବାର ବୃଷ ୨ ଦିନ ଜ୍ଯେଷ୍ଠ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ଭୁକ୍ତ ନବମୀ ତିଥି ଧନିଷ୍ଠା ନକ୍ଷତ୍ର ଦିନ ୮ଟା ୩୨ ମିନିଟ୍ ପର୍ଯ୍ୟନ୍ତ ଏହା ପରେ ଶତଭିଷା ନକ୍ଷତ୍ର କୁମ୍ଭ ଚନ୍ଦ୍ର…