କବିତା : ଲୁହ
ରବି ପଣ୍ଡା
ହୃଦୟର କେଉଁ କୋଣେ ଛପିଥାଏ ସୁକୁମାର ଅଂଶ
ଆବେଗର ଆବେଶରେ ଶିହରଣ ଖେଳିଯାଏ ସେଠି
ସତେ ଏତେ ସମ୍ବେଦନା ଭରିଥାଏ ଲାଜକୁଳୀ ପରି
ଟିକିଏ ନରମ ଛୁଆଁ ସାରିଦିଏ ତା' ସହନ ଶକ୍ତି।
ଛଳ ଛଳ ହୁଏ ଆଖି ଟଳଟଳ ଲୁହ ଦୁଇ ବୁନ୍ଦା
ଟପ ଟପ ଝରିପଡ଼େ ଯେମିତିକି ଫାଟିଯାଏ ଛାତି
କୋଉଠୁ ଉଠାଏ…