ଅପାଠୁଆର ପାଠ
ଶ୍ରୀମାନ ସର୍ବଗିଳାଙ୍କ ଲଘୁକଥା
ମୁଣ୍ଡରେ ମଇଳା ଗାମୁଛାର ଠେକାଟେ ଭିଡ଼ି, ଆପଣା ଟ୍ରଲିକି ଆଉଜି ଦେହରୁ ଝାଳ ପୋଛି ରାସ୍ତାକଡେ ଏଡ଼େ ପାଟିରେ ଯାହା ଗପୁଛି, ତା କଥାକୁ ଶୁଣୁଥିବା ଲୋକଙ୍କ ଭିଡ ଠେଲି, ମୁଁ ବି ଶୁଣିଗଲି । କହୁଥିଲା... ଆଜ୍ଞାମାନେ ! ମତେ ଟିକେ ବୁଝେଇଦେଲେ, ଏଇ ଯୋଉ ପାଠ ସବୁ…