ସନେଟ : ମହାନଦୀ
ରବି ପଣ୍ଡା
ଏ ଯେଉଁ ବାଲି ଯେ ବାଲି, ବାଲିମୟ ବିସ୍ତାରିତ ସୀମା
ସାମ୍ନାରୁ ଯେତିକି ଦିଶେ, ପଛରେ ବି ସେତିକି ଲମ୍ବିଛି
ନୁହେଁ ଏ ସାଗର ବେଳା, ଅବା କେଉଁ ରୁକ୍ଷ ମରୁଭୂମି
କେଉଁ ଅପଦେବତାର ଶାପ ପରି ନିରିମାଖୀ ଶୁଖିଲା ପଡିଛି।
ଦୀର୍ଘତମା ନୁହେଁ ଖାଲି ସୁପ୍ରସସ୍ତା, ଚିରସ୍ରୋତା…