ଗଳ୍ପ : ସାମାନ୍ୟ କଥନ
ଅମିୟ ବେଜ୍
ମୁଁ ସବୁବେଳେ ମା' ର ସେଇ ପ୍ରେମିକ କଥା ଭାବେ । ମୋର ଖୁବ୍ ଅଧିକ ଭାବିନେବାର ବୟସଟିଏ ହୋଇନଥିବାରୁ , କେବଳ ଏତିକି ଧାରଣା ତିଆରିପାରେ ଯେ , ଲୋକଟା ନିଶ୍ଚିତ ମାତ୍ରାଧିକ ପେଟୁ' ହୋଇନଥିବ ଓ ଶୋଇଶୋଇ ଅତ୍ୟଧିକ କର୍ଣ୍ଣକଟୁ ଘୁଙ୍ଗୁଡ଼ି ମାରୁନଥିବ । ଏଇ ଦୁଇ ଦୁର୍ଗୁଣ ନଥିବା…