ଗଳ୍ପ : ଦଂଶନ
ଲକ୍ଷ୍ମୀପ୍ରିୟା ଓଝା
ଭିଡ଼ ଆପେ ଆଡେଇ ଗଲା । ସାଇରନ ମାରି ମେଣ୍ଟାଲ ହସ୍ପିଟାଲ ଆମ୍ବୁଲାନ୍ସଟା ଅଟକିଗଲା ଦାଣ୍ଡରେ । ନୀଳ ୟୁନିଫର୍ମ ପିନ୍ଧା ଦି ଟା ଯୁଆନ ଖପ ଖାପ ଡେଇଁ ପଡିଲେ ତଳକୁ । ପଛ ଡୋର ଖୋଲି ନୀଳ ଶାଢ଼ୀ ପିନ୍ଧା ନର୍ସଟେ ଟିକେ ଧୀରେ ଓ଼ଲ୍ଲେଇଲା । ବୋଧହୁଏ ଶାଢ଼ୀ ପିନ୍ଧାର ଅଭ୍ୟାସ…